Posted inଜାତୀୟ

ଇଦ୍‌-ଉଲ୍‌-ଜ୍ଜୁହା ପାଇଁ ଜମ୍ମୁ-କଶ୍ମୀରରେ ଅଢ଼େଇ ଲକ୍ଷ ଛେଳିମେଣ୍ଢା ଏବଂ ୩୦ ଲକ୍ଷ କୁକୁଡ଼ା ବନ୍ଦୋବସ୍ତ କଲେ ସରକାର

ଶ୍ରୀନଗର,୧୧।୮: ଜମ୍ମୁ-କଶ୍ମୀରରେ ସ୍ବାଭାବିକ ସ୍ଥିତି ପୁଣି ଫେରିବାରେ ଲାଗିଛି। ସୋମବାର ଇଦ୍‌-ଉଲ୍‌-ଜ୍ଜୁହା ପାଳିତ ହେବ। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଅଢ଼େଇ ଲକ୍ଷରୁ ଅଧିକ ଛେଳିମେଣ୍ଢା ଏବଂ ୩୦ ଲକ୍ଷ କୁକୁଡ଼ା ବନ୍ଦୋବସ୍ତ କରାଯାଇଛି। ଲୋକଙ୍କ ପାଖରେ ଆବଶ୍ୟକ ସାମଗ୍ରୀ ପହଞ୍ଚାଇବା ପାଇଁ ବ୍ୟବସ୍ଥା କରାଯାଇଛି। ତେବେ ବର୍ତ୍ତମାନ ସୁଦ୍ଧା ଏଠାରେ ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବାକୁ ବନ୍ଦ ରଖାଯାଇଛି। ତେବେ କିଛି ସମୟ ଲାଗି ମୋବାଇଲ୍‌ ସେବାକୁ ସ୍ବାଭାବିକ କରାଇବା ନିମନ୍ତେ ସରକାର ଚିନ୍ତା କରୁଥିବା କୁହାଯାଉଛି।


All Right Reserved By Dharitri.Com

କୋର୍ଟ ପରିସରରୁ ତାହିର ହୁସେନଙ୍କୁ ଗିରଫ କଲା କ୍ରାଇମ୍‌ବ୍ରାଞ୍ଚ

ନୂଆଦିଲ୍ଲୀ,୫।୩: ଦିଲ୍ଲୀ ହିଂସା ଓ ଇଣ୍ଟଲିଜେନ୍ସ ବ୍ୟୁରୋ (ଆଇବି) ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ମାମଲାରେ ସଂମ୍ପୃକ୍ତ ଥିବା ଅଭିଯୋଗରେ ଆମ୍‌ ଆଦମୀ ପାର୍ଟି (ଏଏପି)ର...

ଦୁର୍ଘଟଣାରେ ୭ ତୀର୍ଥଯାତ୍ରୀ ମୃତ

ଅମରାବତୀ, ୧୬ା୧୦ : ଆନ୍ଧ୍ରପ୍ରଦେଶରେ ଏକ ସଡ଼କ ଦୁର୍ଘଟଣା ଯୋଗୁ କର୍ନାଟକର ୭ ତୀର୍ଥଯାତ୍ରୀ ପ୍ରାଣ ହରାଇଥିବାବେଳେ ୫ ଗୁରୁତର ଥିବା ଜଣାପଡ଼ିଛି। ପୂର୍ବ ଗୋଦାବରୀ...

ସର୍ବୋଚ୍ଚ ରାମ ମୂର୍ତ୍ତି ନିର୍ମାଣରେ ଅନିଶ୍ଚିତତା

ଅଯୋଧ୍ୟା,୧୩ା୮(ଆଇଏଏନ୍‌ଏସ୍‌): ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଦୈନନ୍ଦିନ ଶୁଣାଣି ସୁପ୍ରିମକୋର୍ଟରେ ଚାଲିଥିବାବେଳେ ସେପଟେ ଶ୍ରୀରାମଙ୍କର ସର୍ବୋଚ୍ଚ ମୂର୍ତ୍ତି ସ୍ଥାପନକୁ ନେଇ ଅନିଶ୍ଚିତତା...

ଶିଲାଙ୍କ ପରି ହ୍ୟାଟ୍ରିକ୍‌ ମାରିପାରନ୍ତି କେଜରିଓ୍ବାଲ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ଶାସନ କ୍ଷମତାର ଚାବି ପୁଣି ଆମ ଆଦମୀ ପାର୍ଟି(ଏଏପି) ହାତକୁ ଯାଉଥିବା ନେଇ ସୂଚନା ମିଳୁଛି। ଯଦି କେଜରିଓ୍ବାଲ ଚଳିତ ବିଧାନସଭା ନିର୍ବାଚନରେ...

ଦେଶରେ ନିର୍ମାଣ ହେବ ୧୯୯ ନୂଆ ଜେଲ୍‌: ଖର୍ଚ୍ଚ ହେବ ୧୮ ଶହ କୋଟି

ନୂଆଦିଲ୍ଲୀ,୧୮।୯ : ଦେଶରେ ୧୯୯ ନୂଆ ଜେଲ୍‌ ନିର୍ମାଣ ପାଇଁ ସରକାର ଯୋଜନା କରିଛନ୍ତି। ସ୍ଥାନର ଅଭାବ ଯୋଗୁ ବିଭିନ୍ନ ଜେଲ୍‌ରେ ଆବଶ୍ୟକତା ଅନୁସାରେ ଅଧିକ...

ପ୍ରସ୍ତୁତି ଲାଗି ଯଥେଷ୍ଟ ସମୟ ଥିଲା

ନୂଆଦିଲ୍ଲୀ,୨୫ା୩: ଭାରତରେ ଏବେ ଚାରିଆଡ଼େ ଭୟ ଓ ଆତଙ୍କର ପରିବେଶ। ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କରୋନା ଭାଇରସ୍‌ରେ ୫୧୧ ଆକ୍ରାନ୍ତ ହେବା ପରେ...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ: ଯୋଗଦେବେ ପଶ୍ଚିମବଙ୍ଗ ରାଜନୈତିକ ହିଂସାରେ ମୃତ୍ୟୁବରଣ କରିଥିବା ଭାଜପା କାର୍ଯ୍ୟକର୍ତ୍ତାଙ୍କ ପରିବାର

ନୂଆଦିଲ୍ଲୀ, ୨୯।୫: ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ପଶ୍ଚିମବଙ୍ଗ ରାଜନୈତିକ ହିଂସାରେ ମୃତ୍ୟୁବରଣ କରିଥିବା ଭାଜପା କାର୍ଯ୍ୟକର୍ତ୍ତାଙ୍କ ପରିବାର। ୬ବର୍ଷ ଭିତରେ ରାଜ୍ୟରେ...

ଫାଇଦା ଉଠାଉଛନ୍ତି ଅନ୍ତର୍ଜାତୀୟ ଡ୍ରଗ୍‌ ମାଫିଆ

ନୂଆଦିଲ୍ଲୀ,୧୩ା୫(ଆଇଏଏନ୍‌ଏସ୍‌): ଅନ୍ତର୍ଜାତୀୟ ଡ୍ରଗ୍‌ ମାଫିଆମାନେ ନୋଭେଲ କରୋନା ଭାଇରସ୍‌ ସଙ୍କଟର ଫାଇଦା ଉଠାଇ ଅଧିକ ସକ୍ରିୟ ହୋଇଯାଇଛନ୍ତି ବୋଲି ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)...

Coronavirus Update


selfi corner

Archives

Model This Week

Why Dharitri

Leave a comment

Your email address will not be published. Required fields are marked *