ଅଗଷ୍ଟ-ସେପ୍ଟେମ୍ବରରେ ଆରମ୍ଭ ହେବ ୫ଜି ସେବା

ନୂଆଦିଲ୍ଲୀ,୧୯ ।୬: ଚଳିତ ବର୍ଷ ଶେଷ ସୁଦ୍ଧା ଦେଶର ୨୦ରୁ ୨୫ଟି ସହରରେ ୫ଜି ସେବା ଆରମ୍ଭ କରାଯିବ ବୋଲି କେନ୍ଦ୍ର ଦୂରସଞ୍ଚାର (ଆଇଟି) ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ସୂଚନା ଦେଇଛନ୍ତି। ଦର କମ୍‌ ଥିବାରୁ ଭାରତରେ ଡାଟା ଦର ଅନ୍ୟ ଦେଶଗୁଡ଼ିକ ତୁଳନାରେ କମ୍‌ ରହିବ ବୋଲି ସେ କହିଛନ୍ତି। ୫ଜି ରୋଲ୍‌ ଆଉଟ୍‌ ଅଗଷ୍ଟ-ସେପ୍ଟେମ୍ବର ମାସରେ ଆରମ୍ଭ ହେବ। କେବଳ ୫ଜି ନୁହେଁ, ଦେଶରେ ୪ଜି ସେବାକୁ ମଧ୍ୟ ବିକଶିତ କରାଯାଉଛି। ଏହାଦ୍ୱାରା ଭାରତ ବିଶ୍ୱ ପାଇଁ ଡିଜିଟାଲ ନେଟ୍‌ଓ୍ବାର୍କ କ୍ଷେତ୍ରରେ ଏକ ବିଶ୍ୱସନୀୟ ସ୍ରୋତ ଭାବେ ନିଜ ସ୍ଥିତି ମଜଭୁତ କରିପାରିବ ବୋଲି ବୈଷ୍ଣବ କହିଛନ୍ତି। ହ୍ବାଟ୍‌ ଇଣ୍ଡିଆ ଥିଙ୍କ୍‌ ଟୁଡେ ଗ୍ଲୋବାଲ ସମିଟ୍‌ର ବୈଶ୍ୱିକ ସମ୍ମିଳନୀରେ ସେ କହିଛନ୍ତି, ବିଶ୍ୱର ଅନେକ ଦେଶ ଭାରତ ଦ୍ୱାରା ବିକଶିତ କରାଯାଉଥିବା ୪ଜି ଏବଂ ୫ଜିକୁ ପ୍ରାଥମିକତା ଦେବାକୁ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୧୨ା୧୧: କ୍ରମାଗତ ୨ଦିନର ହ୍ରାସ ପରେ ଶୁକ୍ରବାର ଷ୍ଟକ୍‌ ବଜାରରେ ବଡ଼ ଧରଣର ବୃଦ୍ଧି ଘଟିଛି। ଫଳରେ ନିବେଶକମାନଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି। ଏପରିକି...

ମେ’ରେ ସର୍ଭିସ ସେକ୍ଟର ସର୍ବନିମ୍ନ ସ୍ତରରେ

ନୂଆଦିଲ୍ଲୀ,୬-୬: ଦେଶର ସେବା କ୍ଷେତ୍ର ଗତିବିଧି ବୃଦ୍ଧି ହାର ମେ’ର ଏକ ବର୍ଷର ସର୍ବନିମ୍ନ ସ୍ତରରେ ପହଞ୍ଚତ୍ଛି। ସାଧାରଣ ନିର୍ବାଚନ ଯୋଗୁ ଏହା ପ୍ରଭାବିତ ହୋଇଛି...

ଆଇସିଆଇସିଆଇ ବ୍ୟାଙ୍କ ଦେଲା ୧୦୦ କୋଟି

ମୁମ୍ବାଇ,୨୧।୪: କୋଭିଡ୍‌-୧୯ ବିରୋଧୀ ଲଢ଼େଇରେ ଯୋଗଦାନ ସ୍ବରୂପ ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ୧୦୦ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହି ଅର୍ଥ ମଧ୍ୟରେ ପିଏମ୍‌...

ଋଣ ଗ୍ୟାରେଣ୍ଟି ଯୋଜନାର ସଂଶୋଧନକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୧।୫-ଦେଶର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ)ଗୁଡ଼ିକ ଲାଗି ସରକାର ପ୍ରାୟ ୩ ଲକ୍ଷ କୋଟି ଟଙ୍କାର ଅତିରିକ୍ତ ଋଣ ଯୋଗାଇ ଦେବେ। କେନ୍ଦ୍ର...

ରଙ୍ଗ ବଦଳାଉଥିବା ନୂଆ ସ୍ମାଟ୍‌ଫୋନ୍‌ ଲଞ୍ଚ କଲା ଭିଭୋ; ଦାମ ସାଙ୍ଗକୁ ସୁବିଧା ବି ମନଲୋଭା

ନୂଆଦିଲ୍ଲୀ,୫।୧: ଅଗ୍ରଣୀ ମୋବାଇଲ୍‌ କମ୍ପାନୀ ଭିଭୋ ତାର ସ୍ମାଟ୍‌ଫୋନ୍‌ ଭିଭୋ ଭି ୨୩ ୫ଜି ଏବଂ ଭିଭୋ ଭି ୨୩ ପ୍ରୋ ୫ଜିକୁ ଭାରତରେ ଲଞ୍ଚ...

ଆଜିଠାରୁ ଗଡ଼ିବ ୨୦୦ ସ୍ବତନ୍ତ୍ର ଟ୍ରେନ୍‌

ନୂଆଦିଲ୍ଲୀ,୧।୬: ଜୁନ୍‌ ପହିଲାରୁ ସାରା ଦେଶରେ ୨୦୦ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବା ନେଇ ରବିବାର ରେଳ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି। ପ୍ରଥମ ଦିନରେ...

ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ କର୍ମଚାରୀଙ୍କୁ ଓ୍ବାର୍କ ଫ୍ରମ ହୋମ ବିକଳ୍ପ

ନୂଆଦିଲ୍ଲୀ,୧୯-୩: ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ(ଏନ୍‌ଏସ୍‌ଇ) ପକ୍ଷରୁ ଏହାର କର୍ମଚାରୀଙ୍କୁ ଘରୁ କାମ କରିବା ବିକଳ୍ପ ପ୍ରଦାନ କରାଯାଇଛି। କରୋନା ପ୍ରଭାବ ଯୋଗୁ ଏଭଳି ନିଷ୍ପତ୍ତି ହୋଇଥିବା...

ଡକାର ର଼୍ୟାଲି ପାଇଁ ହିରୋର ପ୍ରସ୍ତୁତି

ନୂଆଦିଲ୍ଲୀ,୨୯-୧୧: ପ୍ରମୁଖ ୨ ଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପ ପକ୍ଷରୁ ଡକାର ର଼୍ୟାଲି ପାଇଁ ପ୍ରସ୍ତୁତି ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀର ମୋଟୋସ୍ପୋର୍ଟସ ଟିମ୍‌...

Advertisement
Archives

Model This Week