୫ଜି ଟେକ୍ନୋଲୋଜି ସୁରକ୍ଷିତ:ସିଓଏଆଇ

ନୂଆଦିଲ୍ଲୀ: ଆଗାମୀ ଦିନରେ ଆସିବାକୁ ଥିବା ୫ଜି ଟେକ୍ନୋଲୋଜି ସୁରକ୍ଷିତ। ସ୍ବାସ୍ଥ୍ୟ ଉପରେ ଏହାର କୌଣସି ପ୍ରଭାବ ପଡିବନାହିଁ। ବର୍ତ୍ତମାନ ଭ୍ରାନ୍ତ ଧାରଣା ଏବଂ ଗୁଜବ ସୃଷ୍ଟି ହୋଇଛି। କୌଣସି ଗୁଜବ ଉପରେ ବିଶ୍ୱାସ ନ କରିବାକୁ ଟେଲିକମ୍‌ ଶିଳ୍ପ ସଂଘ ସେଲ୍ୟୁଲାର ଅପରେଟର୍ସ ଆସୋସିଏଶନ ଅଫ୍‌ ଇଣ୍ଡିଆ (ସିଓଏଆଇ) ପକ୍ଷରୁ ଲୋକମାନଙ୍କୁ ନିବେଦନ କରାଯାଇଛି। ସଂଘ ପକ୍ଷରୁ କୁହାଯାଇଛି, ୫ଜିକୁ ନେଇ ସବୁ ପ୍ରକାରର ପରୀକ୍ଷା ନିରୀକ୍ଷା କରାଯାଇଛି। ଏହା ଲୋକଙ୍କୁ କୌଣସି କ୍ଷତି ପହଞ୍ଚାଇବ ନାହିଁ। ୫ଜି ଟେକ୍ନୋଲୋଜି ଆସିଲେ ଏହା ଗେମ୍‌ ଚେଞ୍ଜର ସାବ୍ୟସ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri