ହାଇସ୍କୁଲରୁ ହଟିବ ୫ଟି ଚାର୍ଟର୍‌

ଭୁବନେଶ୍ୱର,୧୩।୬: ରୂପାନ୍ତରିତ ହାଇସ୍କୁଲଗୁଡ଼ିକରୁ ହଟିବ ୫ଟି ଚାର୍ଟର୍‌। ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପ୍ରିନ୍ସପାଲ ସେକ୍ରେଟାରୀଙ୍କ ଏକ ନିର୍ଦ୍ଦେଶ କ୍ରମେ ୫ଟି ଚାର୍ଟର୍‌ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସବୁ ଜିଲା ଶିକ୍ଷାଧିକାରୀଙ୍କୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ପକ୍ଷରୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

ଶନିଙ୍କ ଚଳନରେ ମାଲାମାଲ ହେବେ ୪ ରାଶି: ଅଚାନକ ବଦଳିଯିବ ଭାଗ୍ୟ, ହେବ ଧନବର୍ଷା

ବୈଦିକ ଜ୍ୟୋତିଷରେ ଶନିଦେବଙ୍କ ଚଳନ ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ମହତ୍ତ୍ୱ ଦିଆଯାଏ। ଶନି ରାଶି କିମ୍ବା ନକ୍ଷତ୍ର ପରିବର୍ତ୍ତନ କଲେ ଏହାର ପ୍ରଭାବ ସମସ୍ତ ୧୨ଟି…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ

ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ…

୨୦୨୬ ଶେଷ ପୂର୍ବରୁ ବଡ଼ ସଫଳତା! ଆଗାମୀ ୪ ମାସ ଏହି ରାଶିଙ୍କ ସହ ହେବ ଚମତ୍କାର, ବଢିବ…

୨୦୨୬ ବର୍ଷ ଶେଷ ହେବାକୁ ଆଉ ମାତ୍ର ୪ ମାସ ବାକି ରହିଛି। ଏହାପରେ ଆରମ୍ଭ ହେବ ନୂଆ ବର୍ଷ ୨୦୨୭। ତେବେ ନୂଆ ବର୍ଷ ଆସିବା…

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…

ମେଣ୍ଢା ଫାର୍ମଠାରେ ୩୦ ଟିକିଆ ହାତୀପଲ: ଲୋକେ ଆତଙ୍କିତ

ବଲାଙ୍ଗିର,୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ସଇଁତଳା ରେଞ୍ଜ ଅନ୍ତର୍ଗତ ଦେଓଗାଁ ବଙ୍ଗଳା ମେଣ୍ଢା ଫାର୍ମଠାରେ ଗତରାତିରୁ ୩୦ ଟିକିଆ ହାତୀପଲ ଆସି ଅଛନ୍ତି। ଦେଓଗାଁ ଅଞ୍ଚଳର…

ପଞ୍ଚାୟତିରାଜ ବ୍ୟବସ୍ଥାକୁ ଶକ୍ତିଶାଳୀ କରିବାରେ ରାଜୀବଙ୍କ ଅବଦାନ ଅତୁଳନୀୟ

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ଥାନୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri