ଭୁବନେଶ୍ୱର,୯ା୯(ଅନିଲ ଦାସ): ଓଡ଼ିଶା ଭାଜପା ନେତା ଜୟନାରାୟଣ ମିଶ୍ରଙ୍କୁ ୫-ଟି ଭୂତ ଗୋଡ଼ାଉଛି। ଯେଉଁଠାରେ ସେ ଏହାକୁ ଦେଖୁଛନ୍ତି ସେଠାରେ ଖାଲି ୫-ଟି ଜପ କରୁଛନ୍ତି। ସେ କିଡ୍ନୀ ଏବଂ ମାନସିକ ସମସ୍ୟାର ଚିକିତ୍ସା ପାଇଁ ଯାଇଥିଲେ। ତାଙ୍କର କିଡ୍ନୀ ଚିକିତ୍ସା ସଫଳ ହୋଇଥିବାବେଳେ ବୋଧହୁଏ ସେ ମାନସିକ ଚିକିତ୍ସାକୁ ଅଧାରେ ଛାଡ଼ି ଦେଇଛନ୍ତି। ତେଣୁ ସେ ପୁଣି ଥରେ ପାଗଳ ଭଳି କଥାବାର୍ତ୍ତା ଆରମ୍ଭ କରିଥିବା ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି କହିଛନ୍ତି।
ସେ ଗଣମାଧ୍ୟମକୁ କହିଛନ୍ତି, ଆଜିକାଲି ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ପାଇଁ ଜୟନାରାୟଣ ଜୋରରେ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ଯଦି ସୌମ୍ୟରଞ୍ଜନ କହିବେ ଯେ, ସେ ଭାଜପାରେ ଯୋଗଦେବେ ତେବେ ଜୟନାରାୟଣ ଗୁରୁତର ଅବସାଦ ଓ ଭୟାତୁର ସ୍ଥିତି ଭିତରକୁ ଠେଲି ହୋଇଯିବେ। କାରଣ ସେ ଭଲଭାବେ ଜାଣନ୍ତି, ସୌମ୍ୟ ଓଡ଼ିଶା ଭାଜପାରେ ଥିବାବେଳେ କିଭଳି ସବୁ କାର୍ଯ୍ୟ କରିଥିଲେ।
ପଲିଥିନ୍ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ
ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…
କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ
ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…
ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର
ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…
ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍
ନୂଆଦିଲ୍ଲୀ,୯।୪: ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…
କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…
ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…
‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ
ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…
ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର
ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…
ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ
ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…
Archives

