ଶ୍ରୀଜିଉଙ୍କୁ ଦର୍ଶନ କଲେ ୫-ଟି ସଚିବ

ପୁରୀ ଅଫିସ,୨୧।୫: ଶ୍ରୀଜିଉଙ୍କୁ ଦର୍ଶନ କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ । ସକାଳୁ ପୁରୀରେ ପହଞ୍ଚିବା ପରେ ତାଙ୍କ ସ୍ତ୍ରୀଙ୍କ ସହ ଶ୍ରୀମନ୍ଦିରକୁ ଯାଇଥିଲେ । ଶ୍ରୀମନ୍ଦିର ଭିତରେ ବେଢ଼ା ପରିକ୍ରମା କରିବା ସହ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ । ପୂର୍ବରୁ ଅନେକ ଥର ପୁରୀ ଗସ୍ତରେ ଆସିଛନ୍ତି ଭିକେ ପାଣ୍ଡିଆନ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ ନିମନ୍ତେ ପୁରୀ ଗସ୍ତ କରୁଥିବାବେଳେ ଆଜି ଶ୍ରୀଜୀଉଙ୍କୁ ଦର୍ଶନ କରି ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷରତା ହାରରେ ୨୮ତମ ସ୍ଥାନରେ ଓଡ଼ିଶା, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ…

ଭୁବନେଶ୍ୱର,୧୨ା୫(ସୁଚିସ୍ମିତା ସାହୁ): ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ୨୮ ରାଜ୍ୟ ଓ ୮ କେନ୍ଦ୍ରଶାସିତ ଅଞ୍ଚଳର ସାକ୍ଷରତା ହାର ପ୍ରକାଶ ପାଇଛି। ଓଡ଼ିଶା ୨୮ ନମ୍ବର…

ପିସିଆର କର୍ମଚାରୀ ଶିଖିବେ ଆଚାର ସଂହିତା

ଭୁବନେଶ୍ୱର,୧୨ା୫(ତ୍ରିନାଥ ମହାନ୍ତି): ଆଇନଶୃଙ୍ଖଳା ଓ ଅପରାଧ ରୋକିବାରେ ପ୍ରମୁଖ ଭୂମିକା ନେଇଥାନ୍ତି ଥାନା ପିସିଆର୍‌ କର୍ମଚାରୀ। ଥାନା କିମ୍ବା କଣ୍ଟ୍ରୋଲ ରୁମ୍‌କୁ ଖବର ଯିବା ମାତ୍ରେ ସେମାନେ…

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri