Advertisement

ମା’ଙ୍କୁ ଦର୍ଶନ କଲେ ୫-ଟି ସଚିବ

ପୁରୁଷୋତ୍ତମପୁର,୧୨।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କର ଚୈତ୍ର ଯାତ୍ରା ଚାଲିଛି। ତେବେ ଆଜି ମା’ଙ୍କ ଶେଷ ପାଳି। ଏହି ଅବସରରେ ମଙ୍ଗଳବାର ୫-ଟି ସଚିବ ଭି.କେ ପାଣ୍ଡିଆନ ଏବଂ ତାଙ୍କ ସ୍ତ୍ରୀ ମା’ଙ୍କୁ ଦର୍ଶନ କରିଛନ୍ତି । ଦର୍ଶନ କରିବା ସହ ଭକ୍ତଙ୍କ ସୁବିଧା ଅସୁବିଧା ଏବଂ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ତଦାରଖ କରିଥିଲେ। ୫-ଟି ସଚିବଙ୍କ ଗସ୍ତ ସମୟରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗଞ୍ଜାମ ଏସପି ବ୍ରିଜେଶ ରାୟଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ତ୍ରିମୁଖୀ ଲଢ଼େଇ

କେନ୍ଦୁଝର, ୮ା୩ (ସ୍ବ.ପ୍ର.) ପାୈରନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲର ସୋମବାର ଥିଲା ଶେଷ ଦିନ। ଚଳିତ ନିର୍ବାଚନରେ ପାୈରାଧ୍ୟକ୍ଷ ନିର୍ବାଚନ ବହୁ ବର୍ଷ ପରେ ସିଧାସଳଖ...

ସୁବ୍ରତଙ୍କୁ ଭାରତୀୟ ଯୁବ ପୁରସ୍କାର

ବାରିପଦା ଅଫିସ,୧୩।୧୦- ମୟୂରଭଞ୍ଜ ଜିଲାର ଯୁବ ପ୍ରତିଭା ସୁବ୍ରତ ଦାସ ଓଡ଼ିଶାର ଏକମାତ୍ର ଯୁବକ ଭାବେ ଚଳିତବର୍ଷ ଭାରତୀୟ ଯୁବ ପୁରସ୍କାର ସମ୍ମାନ ଲାଭ କରିଛନ୍ତି।...

ହସ୍ତତନ୍ତର ଆଧୁନିକ ଅଧ୍ୟାୟ

ଭୁବନେଶ୍ୱର,୭।୮(ବ୍ୟୁରୋ): ଓଡ଼ିଶାର ହସ୍ତତନ୍ତ ଆଜି ବିଶ୍ୱବିଦିତ। ଭାରତ ସମେତ ବିଭିନ୍ନ ଦେଶରେ ଏହାର ଭଲ ଚାହିଦା ରହିଛି। ସମ୍ବଲପୁରୀ ଶାଢ଼ୀ, ଖୋର୍ଦ୍ଧା ଗାମୁଛା, ବରମପୁରୀ ପାଟ,...

ରାଜଧାନୀରେ ମାଡୁଛି କରୋନା: ଚିହ୍ନଟ ହେଲେ ଆଉ ୧୩ ଆକ୍ରାନ୍ତ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜଧାନୀରେ ଗୁରୁବାର ଆଉ ୧୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ ଲୋକାଲ୍‌ କେସ୍‌ ରହିଥିବା ବେଳେ ୮ ହୋମ୍‌ କ୍ୱାରାଣ୍ଟାଇନ୍‌...

କୋଭିଡ୍‌ ମୁକାବିଲାରୁ ଓହରିବ ଘରୋଇ ଆମ୍ବୁଲାନ୍ସ: ୨ ମାସ ହେଲା ଦିଆଯାଉନି ପ୍ରାପ୍ୟ

ଜଗତ୍‌ସିଂହପୁର ଅଫିସ,୧ା୬: ଜଗତ୍‌ସିଂହପୁର ଜିଲାରେ କରୋନା ସଂକ୍ରମିତଙ୍କ ପାଇଁ ସରକାରୀ ବାଦ୍‌ ୮ଟି ଘରୋଇ ଆମ୍ବୁଲାନ୍ସ ନିୟୋଜିତ ହୋଇଛି। ଏଥିସହ ୧୦ଟି ଘରୋଇ ବୋଲେରୋ କୋଭିଡ୍‌...

ସାଙ୍ଗକୁ କାଠଫାଳିଆରେ ପିଟି ହତ୍ୟା

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ମଣ୍ଡପ ବସ୍ତିରେ ଏକ ହତ୍ୟାକାଣ୍ଡ ଘଟିଛି। ମଦ ନ ଦେବାରୁ ଜଣେ ସାଙ୍ଗ ଅନ୍ୟ ଜଣେ ସାଙ୍ଗକୁ ଏକ...

ଜଗତ୍‌ସିଂହପୁରବାସୀଙ୍କୁ ଟୁଇନ୍‌ ସିଟି ମନା

ଭୁବନେଶ୍ୱର, ୧୧।୭(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥିତିରେ ଜଗତ୍‌ସିଂହପୁରବାସୀଙ୍କୁ ଟୁଇନ୍‌ସିଟି କଟକ, ଭୁବନେଶ୍ୱର ଯିବାକୁ ବାରଣ କରାଯାଇଛି।...

ସାଆନ୍ତଙ୍କ ସେବାରେ ସମର୍ପିତ

ଢେଙ୍କାନାଳ ଅଫିସ, ୫।୭: ସ୍ନାନଯାତ୍ରାଠାରୁ ଆରମ୍ଭ ହୋଇଛି ବଡ଼ଦିଅଁଙ୍କ ଅଣସରନୀତି। ଜ୍ୱରରେ ଥରୁଥିବା କାଳିଆ ଠାକୁରଙ୍କ ଉପଶମ ପାଇଁ ମନ୍ଦିରରେ ଆରମ୍ଭ ହୋଇଛି ଗୁପ୍ତସେବା। ଢେଙ୍କାନାଳସ୍ଥିତ...

Advertisement
Archives

Model This Week