ଶ୍ରୀଜୀଉଙ୍କୁ ଦର୍ଶନ କଲେ ୫-ଟି ସଚିବ

ପୁରୀ ଅଫିସ,୫।୨: ପୁରୀ ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ। ଆଜି ସେ ଶ୍ରୀଜୀଉଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିବା ଜଣାପଡ଼ିଛି । ପଶ୍ଚିମଦ୍ୱାର ପଟେ ଆରମ୍ଭ ହୋଇଥିବା ନିର୍ମାଣ କାର୍ଯ୍ୟକୁ ସେ ବୁଲି ଦେଖିଛନ୍ତି।