୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ଙ୍କ ଉପରକୁ ସ୍ୟାହି ଫିଙ୍ଗିଲେ

ପୁରୀ,୧୯ା୮: ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ବିଭିନ୍ନ ଜିଲାକୁ ଗସ୍ତ କରୁଥିବା ବେଳେ ଅନେକ ସ୍ଥାନରେ ତାଙ୍କୁ ବିରୋଧ କରାଯାଉଥିବା ଦେଖିବାକୁ ମିଳୁଛି। ଏହି ଅବସରରେ ଶନିବାର ତାଙ୍କ ଉପରକୁ ସ୍ୟାହି ପକାଯାଇଛି। ପୁରୀ ଜିଲା ସତ୍ୟବାଦୀରେ ଥିବା ୟୁଜିଏସ୍‌ କଲେଜ ସଭାରେ ଯୋଗଦେବାକୁ ଯିବା ବେଳେ ଜଣେ ବ୍ୟକ୍ତି ତାଙ୍କ ଉପରକୁ ସ୍ୟାହି ଫିଙ୍ଗିଥିଲେ। ସ୍ୟାହି ଭି. କେ. ପାଣ୍ଡିଆନ୍‌ଙ୍କ ମୁହଁରେ ପଡ଼ିବା ସହିତ ପୁରୀ ଜିଲାପାଳ ସମର୍ଥ ବର୍ମାଙ୍କ ମୁହଁରେ ମଧ୍ୟ ପଡ଼ିଥିଲା। ଏଭଳି କାର୍ଯ୍ୟ କରିଥିବା ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ଘର ସତ୍ୟବଦୀ ଅଞ୍ଚଳରେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ଇଞ୍ଜିନ୍‌ ଭୋଟ୍‌ ପାଇଁ କାମ କରେ, କାହିଁକି ଏମିତି କହିଲେ ପାଣ୍ଡିଆନ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଛତ୍ରପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ କାର୍ତ୍ତିକ ପାଣ୍ଡିଆନଙ୍କ ଉଦ୍‌ବୋଧନ ଦେଇ କହିଛନ୍ତି, ଡବଲ ଇଞ୍ଜିନ୍‌ ବୋଲି କିଛି ଲୋକ...

ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଓଭରବ୍ରିଜ୍‌ ଉପରୁ ବୁଧବାର ଖରାବେଳେ ଜଣେ ଦଶମ ଶ୍ରେଣୀ ଛାତ୍ର ନାହିଁ କାଉଡ଼ିଆ ନଦୀରେ ପଡ଼ି ଯାଇ...

ପ୍ରାର୍ଥିପତ୍ର ଦାଖଲ କଲେ ଇରାସିସ ଆଚାର୍ଯ୍ୟ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ଇରାସିସ ଆଚାର୍ଯ୍ୟ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଅନିଲ ବରୁଆ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଅନିଲ ବରୁଆ ବୁଧବାର ନିଜର ନାମାଙ୍କନପପତ୍ର ଦାଖଲ କରିଛନ୍ତି। ଅନିଲ ସୁନ୍ଦରଗଡ଼ ଅତିରିକ୍ତ ଜିଲାପାଳ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ନାଏକ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ବୁଧବାର ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସରେ ସୁନ୍ଦରଗଡ଼ ବିଧାନସଭା ଆସନ ପାଇଁ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପ୍ରାର୍ଥୀ...

ନାମାଙ୍କନପତ୍ର ଦାଖଲ କଲେ ଡା. ଆଶିଷ ଶତପଥୀ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ଡା. ଆଶିଷ ଶତପଥୀ ବୁଧବାର ନାମାଙ୍କନ...

ମାମୁଙ୍କୁ ପଥରରେ ଛେଚି ହତ୍ୟା କଲେ ଭଣଜା

ବଣାଇ,୧ା୫(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନାର ଗଉଡ଼ ଗ୍ରାମରେ ରହୁଥିବା ଭଉଣୀ ଘରକୁ ଲହୁଣିପଡ଼ା ଥାନା ଅନ୍ତର୍ଗତ କେନାପାଲି ଗ୍ରାମର ସୁବର୍ଣ୍ଣ କଂସୁରିଆ (୬୦)...

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri