Posted inରାଜ୍ୟ

ସ୍ୱେଚ୍ଛାକୃତ ଅବସର ନେଲେ 5T ସଚିବ ଭି.କେ ପାଣ୍ଡିଆନ୍

ଭୁବନେଶ୍ୱର,୨୩/୧୦: ସ୍ୱେଚ୍ଛାକୃତ ଅବସର ଗ୍ରହଣ କଲେ 5T ସଚିବ ଭି.କେ ପାଣ୍ଡିଆନ୍। ସ୍ୱେଚ୍ଛାକୃତ ଅବସର ପାଇଁ ରାଜ୍ୟ ସରକାର ପଠାଇଥିବା ଆବେଦନ ମଂଜୁର କଲେ କେନ୍ଦ୍ର ସରକାର। ରାଜ୍ୟ ସରକାର ଅକ୍ଟୋବର ୨୦ରେ ଚିଠି ପଠାଇଥିବା ବେଳେ ଆବେଦନ ପତ୍ରକୁ ମଂଜୁରି ମିଳିଛି। ସର୍ବଭାରତୀୟ ସେବା ଆଇନ ୧୬(୨ଏ) ଅନୁସାରେ ମଂଜୁର ହୋଇଥିବା ସୂଚନା ମିଳିଛି।

୨୦୦୦ ମସିହାରେ ଭି. କାର୍ତ୍ତିକେୟ ପାଣ୍ଡିଆନ୍ କ୍ଷମତାସୀନ ଅଧିକାରୀ ଭାବେ ୨୦୦୦ ମସିହାରେ ପାଣ୍ଡିଆନ୍ ଓଡ଼ିଶା ଆସିଥିଲେ। ଏହି ସମୟରେ ପାଣ୍ଡିୟାନ୍ ଧର୍ମଗଡ଼ ଉପ ଜିଲ୍ଲାପାଳ ଏବଂ ରାଉରକେଲାର ଅତିରିକ୍ତ ଜିଲ୍ଲାପାଳ ଦାୟିତ୍ୱ ତୁଲାଇଥିଲେ। ଏହାପରେ ରାଉରକେଲାରୁ ଭାରତର ସର୍ବ କନିଷ୍ଠ ଜିଲ୍ଲାପାଳ ଭାବେ ପାଣ୍ଡିଆନଙ୍କ ବଦଳି ମୟୂରଭଞ୍ଜକୁ ହୋଇଥିଲା। ପରବର୍ତ୍ତୀ ସମୟରେ ଗଞ୍ଜାମ ଜିଲ୍ଲାପାଳ ଦାୟିତ୍ୱ ତୁଲାଇବା ପରେ ୨୦୧୧ ମସିହାରେ ପାଣ୍ଡିଆନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରେ କାମ କରିବାର ସୁଯୋଗ ମିଳିଥିଲା ଏବଂ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ସେ ନିଯୁକ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri