ଖିମ୍‌ଜୀ ବ୍ରହ୍ମପୁର ଷ୍ଟୋର୍‌ର ୫ମ ବାର୍ଷିକୀ ଉତ୍ସବ

ଭୁବନେଶ୍ୱର,୩।୧୦:ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ‘ଖିମ୍‌ଜୀ ଜୁଏଲର୍ସ’ର ବ୍ରହ୍ମପୁର ଷ୍ଟୋର୍‌ ପକ୍ଷରୁ ୫ମ ବାର୍ଷିକ ଉତ୍ସବ ପାଳନ କରାଯାଉଛି। ଏପରିକି ଆସନ୍ତା ୫ ଅକ୍ଟୋବରରେ ଉକ୍ତ ଷ୍ଟୋରର ବାର୍ଷିିକ ଉତ୍ସବ ପାଳନ କରାଯିବ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି। ଏହି ପରିପ୍ରେକ୍ଷୀରେ ‘ଖିମ୍‌ଜୀ ଜୁଏଲର୍ସ’ର ଗ୍ରାହକଙ୍କ ପାଇଁ ସୁନା ଅଳଙ୍କାରର ଗଢ଼ା ମୂଲ୍ୟ ଉପରେ ଫ୍ଲାଟ୍‌ ୩୦% ଏବଂ ହୀରା ଅଳଙ୍କାର ଉପରେ ଫ୍ଲାଟ୍‌ ୨୦%ର ରିହାତି ପ୍ରଦାନ କରାଯାଉଛି। ବିଶେଷକରି ୯ ଅକ୍ଟୋବର ପର୍ଯ୍ୟନ୍ତ ଉକ୍ତ ରିହାତି (ଅଫର) ଉପଲବ୍ଧ ରହିଛି।

ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ନିର୍ଦ୍ଦେଶକ ମିତେଶ ଖିମ୍‌ଜୀ କହିଛନ୍ତି, ସିଲ୍କି ସିଟିରେ ସଫଳତାର ୫ମ ବର୍ଷ ପାଳନ କରି ଆମେ ଆନନ୍ଦିତ। ଆମର ଗ୍ରାହକମାନେ କ୍ରମାଗତ ଭାବେ ଆମକୁ ବିଶ୍ୱାସ କରି ଏବଂ ଖିମ୍‌ଜୀକୁ ସମଗ୍ର ଦକ୍ଷିଣ ଓଡ଼ିଶାର ସବୁଠାରୁ ବେଶି ଆଦୃତ ଅଳଙ୍କାର ବ୍ରାଣ୍ଡ୍‌ ଭାବେ ପରିଣତ କରିଛନ୍ତି। ଆଗାମୀ ଦିନରେ ଖିମ୍‌ଜୀ ଜୁଏଲର୍ସ ଅଧିକରୁ ଅଧିକ ଗ୍ରାହକଙ୍କୁ ସେବା ଯୋଗାଇ ସେମାନଙ୍କ ସହ ନିଜର ଅଭିବୃଦ୍ଧି ଯାତ୍ରା ଜାରି ରଖିବ ବୋଲି ସେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri