ନୂଆଦିଲ୍ଲୀ,୧।୩: ଗ୍ଲୋବାଲ ଏଡ୍ଟେକ୍ କମ୍ପାନୀ ଟାଲେଣ୍ଟ ସ୍ପ୍ରିଣ୍ଟ ପକ୍ଷରୁ ଏକ ଅଭିନବ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏପରିକି କମ୍ପାନୀର ୱିମେନ୍ସ ଇଞ୍ଜିନିୟର୍ସ (ଡବ୍ଲ୍ୟୁଇ) ପ୍ରୋଗ୍ରାମର ୫ମ ସଂସ୍କରଣ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଚଳିତ ବର୍ଷ ଉକ୍ତ କାର୍ଯ୍ୟକ୍ରମ ଦେଶବ୍ୟାପୀ ୨୦୦ ପ୍ରଥମ ବର୍ଷର ମହିଳା ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଅନ୍ତର୍ଜାତୀୟ ସ୍ତରରେ ପ୍ରତିଯୋଗିତାପୂର୍ଣ୍ଣ ସଫ୍ଟୱେର ଇଞ୍ଜିନିୟର ହେବା ପାଇଁ ଚିହ୍ନଟ, ଚୟନ, ପ୍ରଶିକ୍ଷିତ ଓ ପ୍ରସ୍ତୁତ କରିବା ପାଇଁ ଲକ୍ଷ୍ୟ ରଖିଛି। ଉକ୍ତ କାର୍ଯ୍ୟକ୍ରମ ପ୍ରତ୍ୟେକ ମନୋନୀତ ଛାତ୍ରୀଙ୍କୁ ୧୦୦% ଫି’ ଛାତ୍ରବୃତ୍ତି ଓ ୧ ଲକ୍ଷ ଟଙ୍କାର ନଗଦ ବୃତ୍ତି ପ୍ରଦାନ କରୁଛି। ବିଶେଷକରି ଏକ ୨ବର୍ଷିଆ କାର୍ଯ୍ୟକ୍ରମ ଭାବେ ପ୍ରଦାନ କରାଯାଇଥିବା ଡବ୍ଲ୍ୟୁଇରେ ଟାଲେଣ୍ଟ ସ୍ପ୍ରିଣ୍ଟ୍ର ଶୀର୍ଷସ୍ତରର ଅଧ୍ୟାପକ ଓ ଶିଳ୍ପ ବିଶେଷଜ୍ଞଠାରୁ ଶିକ୍ଷା ଏବଂ ଗୁଗଲ୍ରେ ଇଞ୍ଜିନିୟର ଓ ଟେକ୍ନୋଲୋଜି ଲିଡରଙ୍କ ମାର୍ଗଦର୍ଶନ ସାମିଲ ରହିଛି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

