ସରିଲା ୫ମ ରାଉଣ୍ଡ ଗଣତି: ଆଗରେ ଅଛନ୍ତି ବର୍ଷା

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ପୂର୍ବ ୪ଟି ରାଉଣ୍ଡରେ ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ଆଗୁଆ ଥିବା ବେଳେ ୫ ରାଉଣ୍ଡରେ ମଧ୍ୟ ସେ ଆଗରେ ରହିଛନ୍ତି। ଏହି ରାଉଣ୍ଡ ସୁଦ୍ଧା ବର୍ଷାଙ୍କୁ ୨୬୧୯୮ ଖଣ୍ଡ ଭୋଟ୍‌ ମିଳିଥିବା ବେଳେ ଭାଜପାର ପ୍ରଦୀପ ପୁରୋହିତଙ୍କୁ ୧୭୮୧୬ ଖଣ୍ଡ ଭୋଟ୍‌ ମିଳିଛି। କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କୁ ଏହି ରାଉଣ୍ଡ ସୁଦ୍ଧା ୮୪୫ ଖଣ୍ଡ ଭୋଟ୍‌ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁହୁଡ଼ି ତାଣ୍ଡବ: ପଛକୁ ପଛ ପିଟିହେଲା ୨୫ କାର୍, ୨ ପୋଲିସ କର୍ମଚାରୀଙ୍କ ସମେତ ୪ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୫।୧୨: ଆଜି ସକାଳେ ଉତ୍ତର ଭାରତର ଅଧିକାଂଶ ଅଞ୍ଚଳ ଘନ କୁହୁଡ଼ିରେ ଆଚ୍ଛାଦିତ ହୋଇଥିଲା । ଯାହା ଫଳରେ ସମସ୍ତ ପ୍ରକାରର ଯାତାୟାତ ବାଧାପ୍ରାପ୍ତ ହୋଇଥିଲା।...

ମୃତ୍ତିକା ପ୍ରଦୂଷଣ ବଢ଼ାଉଛି ପ୍ଲାଷ୍ଟିକ୍‌

ପ୍ଲାଷ୍ଟିକ୍‌ ପ୍ରଦୂଷଣ ମଧ୍ୟ ସ୍ଥଳଭାଗରେ ନିଜର କାୟା ବିସ୍ତାର କରି ଚାଲିଛି। ପ୍ଲାଷ୍ଟିକ୍‌ ଆବର୍ଜନାକୁ ଖାଦ୍ୟ ବୋଲି ମନେକରି କିଛି ଜୀବ ଭକ୍ଷଣ କରିଥାନ୍ତି। ଏହା...

ଖୋଲୁନି ମଣ୍ଡି, ବଢୁଛି ଧାନ ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୧୫ା୧୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ଭାତହାଣ୍ଡି କୁହାଯାଉଥିବା ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳ ସମେତ ଅନ୍ୟ ସ୍ଥାନରେ ଚାଷୀଙ୍କ ଖରିଫ ଧାନ ଫସଲ ୮୦ ଭାଗ...

ବ୍ଲକ ପ୍ରଶାସନର ପକ୍ଷପାତିତା: ସ୍ବାଧୀନ ବିଧାୟକଙ୍କୁ ଟାଣିଲା ବିଜେଡି  

 ନିଶ୍ଚିନ୍ତକୋଇଲି,୧୫।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା  ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନର ଅପରିଣାମଦର୍ଶିତା ପାଇଁ ବହୁ ଟଙ୍କା ଫେରିଯାଇଛି। ଉନ୍ନୟନ କାଯ୍ୟକ୍ରମ ଠପ୍‌ ହୋଇଯାଇଛି। ଏହାର ପ୍ରତିବାଦରେ...

ଜିଲାପାଳଙ୍କ ଜନ ଶୁଣାଣିରେ ପହଞ୍ଚିଲେ ଅଲେଖ ବାବା: ଜାଣନ୍ତୁ କାହିଁକି

କେସିଙ୍ଗା,୧୫।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ବିଡିଓ ଜନ୍ମେଜୟ ସ୍ବାଇଁଙ୍କ ଆହ୍ବାନ କ୍ରମେ ଜିଲାପାଳଙ୍କ ଜନ ଶୁଣାଣି ଓ ସମାଧାନ...

ମାଂସ ଶିକାରୀଙ୍କ ଲୋଲୁପଦୃଷ୍ଟିରେ ଭିତରକନିକା: କଟକଣା ସତ୍ତ୍ୱେ ନିଷିଦ୍ଧାଞ୍ଚଳରୁ…

କେନ୍ଦ୍ରାପଡ଼ା,୧୫ା୧୨ (ଜଗନ୍ନାଥ ଧଳ): ଏବେ ପିକ୍‌ନିକ୍‌ ଋତୁ ଆରମ୍ଭ ହୋଇଛି। ଏଥିସହ ଆଗକୁ ବଡ଼ଦିନ ଓ ନୂଆବର୍ଷ ଥିବାରୁ ଭୋଜି ପାଇଁ ଶିକାରୀଙ୍କ ଲୋଲୁପଦୃଷ୍ଟି ଜାତୀୟ...

ପ୍ରବଳ ଶୀତ: ରାଜ୍ୟର ସବୁଠାରୁ ଥଣ୍ଡା ସହର ଜି ଉଦୟଗିରି

ଜି ଉଦୟଗିରି, ୧୫।୧୨( ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ସହର ସମେତ ଆଖ ପାଖ ଅଞ୍ଚଳରେ କ୍ରମାଗତ ୧୦ ଦିନ ହେବ...

ସରକାରଙ୍କ ବଡ଼ ଘୋଷଣା, ବଢ଼ିଲା ଆୟୁର୍ବେଦିକ-ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୧୫ା୧୨: ବଢ଼ିଲା ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri