ବନ୍ଧୁକ ଦେଖାଇ ନେଇଗଲେ ୬.୬୮ ଲକ୍ଷ

ଜଟଣୀ,୫ା୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ମ୍ୟୁନିସିପାଲିଟି ଅଫିସ ରାସ୍ତାରେ ସୋମବାର ୩ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଅର୍ଥ ଲଗାଣକାରୀ ସଂସ୍ଥାର ଜଣେ କର୍ମଚାରୀଙ୍କଠାରୁ ୬ଲକ୍ଷ ୬୮ହଜାର ୨୭ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଜଟଣୀ ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ସୂଚନା ଅନୁଯାୟୀ, ଅପରାହ୍ନ ପ୍ରାୟ ୧ଟାରେ ମନୋରଞ୍ଜନ ଟଙ୍କା ଆଦାୟ କରି ବାଇକ୍‌ରେ ଖୋର୍ଦ୍ଧା ଗୁରୁଜଙ୍ଗଠାରେ ଥିବା ଅଫିସକୁ ଫେରୁଥିଲେ। ଦୁର୍ବୃତ୍ତମାନେ ଏକ ବାଇକ୍‌ରେ ମନୋରଞ୍ଜନଙ୍କୁ ପିଛା କରିବା ସହ ମ୍ୟୁନିସିପାଲଟି ରାସ୍ତାରେ ଅଟକାଇଥିଲେ। ହଠାତ୍‌ ଦୁର୍ବୃତ୍ତମାନେ ତାଙ୍କୁ ଏକ ଲୁହାରଡ୍‌ରେ ମାଡ଼ ମାରିବା ସହ ବନ୍ଧୁକ ଦେଖାଇ ତାଙ୍କ ନିକଟରେ ଥିବା ସମସ୍ତ ଟଙ୍କା ଓ ୧୬ଟି ଚେକ୍‌ ନେଇ ଫେରାର ହୋଇଯାଇଥିଲେ। ମନୋରଞ୍ଜନଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

ମୋଦିଙ୍କୁ ପାକିସ୍ତାନୀ ମହିଳାଙ୍କ ଚିଠି, କହିଲେ ମୋ ସ୍ୱାମୀ ଧୋକା ଦେଇଛି…

ନୂଆଦିଲ୍ଲୀ,୭।୧୨: ପାକିସ୍ତାନୀ ମହିଳା ନିକିତା ନାଗଦେବଙ୍କ ଏକ ଭିଡିଓ ସମ୍ପ୍ରତି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ, ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ନ୍ୟାୟ ପାଇଁ...

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ନୂଆବର୍ଷ ଆଗରୁ ଅଚାନକ ଧନୀ ହୋଇଯିବେ ୩ରାଶି! ହୁହୁ ହୋଇ ବଢିବ ସମ୍ପତ୍ତି

ଦ୍ରିକ ପାଞ୍ଜି ଅନୁସାରେ, ଶୁକ୍ର ଓ ଶନି ଏକ ଅତ୍ୟନ୍ତ ଶକ୍ତିଶାଳୀ, ଦୁର୍ଲଭ ଏବଂ ଶୁଭ ଯୋଗ ଗଠନ କରୁଛନ୍ତି, ଯାହା ୬ ଡିସେମ୍ବର,ଶନିବାର ସନ୍ଧ୍ୟା...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୮ା୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୮ା୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri