Posted inଜାତୀୟ

ଜେଲ୍‌ ଗଲେ ୬ ଅଭିଯୁକ୍ତ

ନୂଆଦିଲ୍ଲୀ,୧୦।୧: ଦିଲ୍ଲୀ ମହିଳା ଅଞ୍ଜଳି ସିଂଙ୍କୁ କାର୍‌ରେ ଧକ୍କା ଦେଇ ୧୩ କିଲୋମିଟର ପର୍ଯ୍ୟନ୍ତ ଘୋଷାଡ଼ିନେବା ଘଟଣାର ୬ ଅଭିଯୁକ୍ତଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସେମାନଙ୍କୁ ଜେଲ୍‌ ହାଜତକୁ ଅଣାଯାଇ ଭିଡିଓ କନ୍‌ଫରେନ୍ସ ଜରିଆରେ ରୋହିଣୀ କୋର୍ଟରେ ହାଜର କରାଯାଇଥିଲା। ଆଶୁତୋଷ ନାମକ ଅଭିଯୁକ୍ତ ଜାମିନ ପାଇଁ ଆବେଦନ କରିଛନ୍ତି। ପୋଲିସ ଘଟଣା ପଛରେ ଥିବା ଷଡ଼ଯନ୍ତ୍ରର ତଦନ୍ତ କରୁଛି। ୨୦ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିବା ପୋଲିସ କହିଛି। ଅଧିକ ରିମାଣ୍ଡର ଆବଶ୍ୟକ ନ ଥିବା ପୋଲିସ କହିବା ପରେ ଅଭିଯୁକ୍ତମାନଙ୍କୁ ଜେଲ ହାଜତକୁ ପଠାଯାଇଥିଲା। ଅଞ୍ଜଳିଙ୍କ ସ୍କୁଟରକୁ କାର ଧକ୍କାଦେବା ପରେ ସେ ଗାଡ଼ିରେ ଲାଖି ରହିଥିବା ସମ୍ପର୍କରେ ଅଭିଯୁକ୍ତମାନେ ଜାଣିଥିଲେ ବୋଲି ପୋଲିସ ନିକଟରେ ସ୍ବୀକାର କରିଛନ୍ତି। ତେବେ ଭୟରେ ସେମାନେ କାର୍‌ ଅଟକାଇ ନ ଥିଲେ ବୋଲି କହିଛନ୍ତି। ଅଭିଯୁକ୍ତମାନେ ମହିଳାଙ୍କ ଚିତ୍କାର ଶୁଣିପାରି ନ ଥିଲେ ବୋଲି କହିଥିବାରୁ ସେମାନଙ୍କ ଶ୍ରବଣଶକ୍ତିର ପରୀକ୍ଷା ହେବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି’: ଉପନିର୍ବାଚନ ଫଳାଫଳକୁ ନେଇ ତେର୍ଚ୍ଛାବାଣ ମାରିଲେ ଧର୍ମେନ୍ଦ୍ର, କହିଲେ…

ନୂଆଦିଲ୍ଲୀ,୪।୮: ବାଙ୍କିପୁର ଉପନିର୍ବାଚନର ଫଳାଫଳକୁ ନେଇ ସମାଜବାଦୀ ପାର୍ଟିର ସାଂସଦ ଧର୍ମେନ୍ଦ୍ର ଯାଦବ ଭାରତୀୟ ଜନତା ପାର୍ଟି (ଭାଜପା) ଉପରେ କଡ଼ା ଆକ୍ରମଣ କରିଛନ୍ତି। ଦିଲ୍ଲୀରେ ଲୋକ…

ଚିଚର୍ଲା ଉଦ୍ୟାନ ବିଭାଗରେ ନାହିଁ ପାଣି ସୁବିଧା: ଶ୍ରୀହୀନ ପଡ଼ିଛି ନର୍ସରି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବୋରିଆ ପଞ୍ଚାୟତ ଚିଚର୍ଲା ଗାଁ ନିକଟରେ ଥିବା ଜାତୀୟ ରାଜପଥ ୨୬ ନିକଟରେ ଥିବା ଉଦ୍ୟାନ ବିଭାଗର…

ଆସାମ ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର-ହତ୍ୟା ମାମଲାରେ ତିନି ନାବାଳକ ଗିରଫ

ଦିସପୁର,୪।୮: ଆସାମର ହାଇଲାକାଣ୍ଡି ଜିଲାରେ ଜଣେ ୧୫ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ଅପରାଧରେ ତିନି ଜଣ ଅଭିଯୁକ୍ତଙ୍କୁ ଅଭିଯୁକ୍ତ କରାଯାଇଛି, ସେମାନଙ୍କ…

କଦଳୀ ଚାଷୀଙ୍କୁ ମିଳୁନି ସରକାରୀ ପ୍ରୋତ୍ସାହନ: ଶୀତଳ ଭଣ୍ଡାର ନିର୍ମାଣ ଦାବି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗାଁରେ ପ୍ରାୟତଃ ଅଧିକାଂଶ ଲୋକ ଚାଷ ଉପରେ ସବୁବେଳେ ନିର୍ଭର କରନ୍ତି l ଏହି ଅଞ୍ଚଳ ରେତ ନଦୀ…

ତାମିଲନାଡୁରେ ବଡ଼ ରାଜନୈତିକ ହଲଚଲ: ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗିରଫ, ତ୍ରିଶାଙ୍କୁ ନେଇ କହିଥିଲେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁ ରାଜନୀତିରେ ମଙ୍ଗଳବାର ସକାଳେ ହଠାତ୍‌ ବଡ଼ ରାଜନୈତିକ ହଙ୍ଗାମା ଦେଖିବାକୁ ମିଳିଛି। ରାଜ୍ୟର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଏବଂ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନଙ୍କୁ…

ବରଗଡରେ ଚାଞ୍ଚଲ୍ୟ: ନିରାମୟରେ ଦିଆଯାଉଛି ଏକ୍ସପାୟାରୀ ମେଡିସିନ୍‌, ଜଣେ ଆହତ ବାଳକଙ୍କୁ…

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହିଥିବା ନିରାମୟରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ରୋଗୀଙ୍କୁ ଏକ୍ସପାୟାରୀ ମେଡିସିନ୍‌ ଦିଆଯାଇଥିବା ଅଭିଯୋଗ…

ଉପାନ୍ତ ଅଞ୍ଚଳରେ ନେଟ୍‌ଓ୍ବର୍କ ସମସ୍ୟା: ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଲୋକେ

ନୂଆପଡ଼ା,୪ା୮ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକର ଉପାନ୍ତ ଅଞ୍ଚଳ ଦେଓଦରା ପଞ୍ଚାୟତ ଓ ବୋଡେନ ବ୍ଲକ ନାଗପଡ଼ା ପଞ୍ଚାୟତର ଅଧିକାଂଶ ଗାଁର ଲୋକେ ମୌଳିକ ସୁବିଧାରୁ…

୬ଷ୍ଠ ନ୍ୟାସନାଲ ଆମେଚର କ୍ରୀଡା , ଓଡ଼ିଶାରୁ ମନୋନୀତ ହେଲେ ଦିଲ୍ଲୀପ

କଲ୍ୟାଣସିଂହପୁର,୪।୮(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସଲୀ ପଞ୍ଚାୟତର ନିୟମଗିରିର ଚାଟିକଣା ଗ୍ରାମରେ ଜନ୍ମ ହୋଇଥିବା ପ୍ରତିଭାବାନ୍ କବାଡି ଖେଳାଳି ଦିଲ୍ଲୀପ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri