ଜମିବାଡ଼ି ବିବାଦକୁ ନେଇ ହଣାକଟା, ୬ ଗୁରୁତର

ଭଦ୍ରକ,୨୯ା୧୨(ସନାତନ ରାଉତ): ଭଦ୍ରକ ଟାଉନ ଥାନା ଚରମ୍ପା ବରଳାପୋଖରୀରେ ଜମିବାଡ଼ି ବିବାଦକୁ ନେଇ ୨ ପରିବାର ମଧ୍ୟରେ ହଣକଟା ହୋଇଛି। ଫଳରେ ଉଭୟ ପରିବାରର ୬ ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତର ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।

ସୂଚନାନୁଯାୟୀ, ଜମିବାଡ଼ି ଭାଗବଣ୍ଟାକୁ ନେଇ ଉକ୍ତ ଗ୍ରାମର ଦଳେଇ ଓ ସେନାପତି ପରିବାର ମଧ୍ୟରେ ପୂର୍ବରୁ ବିବାଦ ଲାଗିଥିଲା। ପୂର୍ବରୁ ହୋଇଥିବା ଗଣ୍ଡଗୋଳ ମାମଲାରେ ସେନାପତି ପରିବାର ଗୁରୁବାର ଜାମିନରେ ଆସିଥିଲେ। ତେବେ ଏହି ରାତିରେ ପୁନର୍ବାର ଉଭୟ ପରିବାର ମଧ୍ୟରେ ପୂର୍ବ ଶତ୍ରୁତାକୁ ନେଇ ଗଣ୍ଡଗୋଳ ଆରମ୍ଭ ହୋଇଥିଲା l ଉଭୟ ପକ୍ଷରୁ ଆକ୍ରମଣରେ ନରହରି ଦଳେଇ, ଭଗତ ଦଳେଇ, ରବୀନ୍ଦ୍ର ଦଳେଇ, ମାନସୀ ଦଳେଇ, ଶ୍ରଦ୍ଧାଞ୍ଜଳି ସେନାପତି, ପଦ୍ମାବତୀ ସେନାପତିଙ୍କ ସମେତ ଉଭୟ ପରିବାର ୬ଜଣ ଗୁରୁତର ହୋଇଛନ୍ତ। ଦୀର୍ଘ ୪ର୍ଷ ଧରି ଜମିବାଡ଼ି ବିବାଦ ଲାଗି ରହିଛି। ଟାଉନ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri