କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ: ପ୍ରମିଳା ମଲ୍ଲିକଙ୍କ ନାଁରେ… 

ଭୁବନେଶ୍ୱର,୨୦।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ନେଇ  ବିଜେଡି ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ କରିଥିଲା। ତେବେ ଏହି କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ। ECIଙ୍କ ନିର୍ଦ୍ଦେଶନାମା, ସୁପ୍ରିମକୋର୍ଟଙ୍କ ରାୟର ଉଲ୍ଲଙ୍ଘନ ବୋଲି ସେମାନେ ଲେଖିଛନ୍ତି। ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ନାଁରେ ଫୌଜଦାରୀ ମାମଲା ପାଇଁ ସେମାନେ  ଚେତାବନୀ ଦେଇଛନ୍ତି। ରାଜ୍ୟ ସଭା ନିର୍ବାଚନରେ ଦଳୀୟ ହ୍ବିପ କାମ କରେ ନାହିଁ ବୋଲି ସେମାନେ  ଦର୍ଶାଇଛନ୍ତି।
ଅନ୍ୟପକ୍ଷେ ମୁଖ୍ୟ ସଚେତକ ହ୍ବିପ ଜାରି କରି ବେଆଇନ କାର୍ଯ୍ୟ କରିଛନ୍ତି ବୋଲି ସେମାନେ ଉତ୍ତର ରଖିଛନ୍ତି। ଭୋଟ ଦେବା ପାଇଁ କହିବା ଓ ବିରତ ପାଇଁ ପ୍ରବର୍ତ୍ତାଇବା ଦଣ୍ଡନୀୟ ଅପରାଧ ବୋଲି ସେମାନେ ଦର୍ଶାଇଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟା ରଖିଲେ ପ୍ରମିଳା: ଦଳ ଫିଲଟର ହେଉଛି, ସବୁ ଅଳିଆ…

ଭୁବନେଶ୍ୱର,୨୦।୩: କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟାରଖିଲେ ପ୍ରମିଳା ମଲ୍ଲିକ। ସେ କହିଛନ୍ତି,ଚିଠି ଗୋଟେ ଅଫିସରୁ ବସି ଟାଇପ ହୋଇଛି। ଏମାନେ ଦସ୍ତଖତ କରିଛନ୍ତି ବୋଲି…

ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..

ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ…

ଗଞ୍ଜାମରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର…

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା…

ତେଜିଲା ଆନ୍ଦୋଳନ: ତହସିଲଦାରଙ୍କ ଗାଡ଼ି ଆଗରେ ଶୋଇଲେ ଚାଷୀ

ଚାନ୍ଦବାଲି,୨୦।୩: ଭଦ୍ରକ ଜିଲା ତିହିଡି ବ୍ଲକ ଚାରିତରଫ ସୋସାଇଟରେ ଶୁକ୍ରବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଚାଷୀମାନେ ରାଜ…

ଆଶଙ୍କାରେ ପେନ୍‌ସନ୍‌ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ…

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri