ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି। ଏମାନେ ହେଲେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜୟଦେବ ବିଧାୟକ ନବକିଶୋର ମଲ୍ଲିକ, କଟକ-ଚୌଦ୍ୱାର ବିଧାୟକ ସୌଭିକ୍‌ ବିଶ୍ୱାଳ, ବସ୍ତା ବିଧାୟିକା ସୁବାସିନୀ ଜେନା, ତିର୍ତ୍ତୋଲ ବିଧାୟକ ରମାକାନ୍ତ ଭୋଇ ଏବଂ ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ।

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ରାଜନୈତିକ ବ୍ୟାପାର କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଥିବା ବିଧାୟିକା ପ୍ରମିଳା ମଲ୍ଲିକ କହିଛନ୍ତି।

ସେହିପରି କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍‌’କୁ ନ ମାନି ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ କରିଥିଲେ। କଂଗ୍ରେସ ଏହି ୩ ଜଣଙ୍କୁ ଦଳରୁ ନିଲମ୍ବନ କରିସାରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ

ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା…

ରେଞ୍ଜ ଅଫିସରଙ୍କ ବଦଳି ବାତିଲ ଦାବିରେ ଗ୍ରାମବାସୀଙ୍କ ଧାରଣା

ରାଜନଗର,୨୦ା୬(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନ ଦାୟିତ୍ୱରେ ଥିବା ରେଞ୍ଜ ଅଧିକାରୀ ମାନସ ଦାସଙ୍କ କଟକ ଡିଭିଜନକୁ ବଦଳି ହୋଇଛି। ଆସନ୍ତା ୧ ତାରିଖରେ ସେ ନୂତନ…

ହଠାତ୍ ହେଲା ବଜ୍ରପାତ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଛେଳି

ଭଞ୍ଜନଗର,୨୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାତାରସିଂ ଥାନା ଅନ୍ତର୍ଗତ କୁଟୁଣୀକୁମ୍ପା ଗ୍ରାମ ନିକଟରେ ଶନିବାର ଅପରାହ୍ନରେ ବଜ୍ରପାତ ମାରିବାରୁ ୧୭ଟି ଛେଳି ମୃତ୍ୟୁବରଣ କରିଛି। କ୍ଷତିଗ୍ରସ୍ତ ଚାଷୀମାନେ ଗରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri