ଜିଲାର ୬ ବ୍ଲକରେ ନିର୍ଦ୍ୱନ୍ଦ୍ୱରେ ଅଧ୍ୟକ୍ଷ ନିର୍ବାଚିତ

ସୋନପୁର,୧୨।୩ (ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ନିକଟରେ ଅନୁଷ୍ଠିତ ହୋଇଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶେଷ ପର୍ଯ୍ୟାୟରେ ଶନିବାର ୬ଟି ବ୍ଲକ ଅଧ୍ୟକ୍ଷ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ପୂର୍ବ ନିର୍ଦ୍ଧାରିତ ସମୟାନୁଯାୟୀ ନବ ନିର୍ବାଚିତ ସମିତି ସଭ୍ୟା ଓ ସଭ୍ୟ ୬ଟିଯାକ ବ୍ଲକରେ ପହଞ୍ଚତ୍ ପଞ୍ଚାୟତ ସମିତିର ଅଧ୍ୟକ୍ଷ ନିର୍ବାଚନ କରିଛନ୍ତି । ସୋନପୁର ସଦର ବ୍ଲକରେ ପ୍ରହଲ୍ଲାଦ ନାୟକ, ତରଭା ବ୍ଲକରେ ସରୋଜ କମ୍ପ, ଡୁଙ୍ଗୁରିପାଲି ବ୍ଲକରେ ଅହଲ୍ୟା ସାହୁ, ବିନିକା ବ୍ଲକରେ ଦୀପ୍ତିରେଖା ନନ୍ଦ, ଉଲୁଣ୍ଡା ବ୍ଲକରେ ଶାନ୍ତିଲତା ମିଶ୍ର ଓ ବୀରମହାରାଜପୁର ବ୍ଲକରେ ଶାନ୍ତି ଲୁହା ନିଦର୍‌ବନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ସବୁଠି ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ବିଜୟୀ ପରେ ଅଧ୍ୟକ୍ଷ ଓ ଅଧ୍ୟକ୍ଷାମାନେ ବିଜୟ ଶୋଭାଯାତ୍ରା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri