କେନାଲରୁ ମିଳିଲା ୬ ପିତ୍ତଳ ନାଗ, ଦିଗପହଣ୍ଡିରେ ଚର୍ଚ୍ଚା

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ପଞ୍ଚାୟତ ଚକ୍ରପୁର ଗାଁ ନିକଟ କେନାଲରୁ ୬ ଟି ପିତ୍ତଳ ନିର୍ମିତ ନାଗ ମିଳିଛି। ଗ୍ରାମର କିଛି ବ୍ୟକ୍ତି ସେଗୁଡିକୁ ନେଇ ଗାଁ ମନ୍ଦିରରେ ପୂଜାର୍ଚ୍ଚନା ପାଇଁ ରଖିଛନ୍ତି। କୌଣସି ଦୁର୍ବୃତ୍ତ ଆଖପାଖ ଗାଁ ର କୌଣସି ଶୈବପୀଠ ରୁ ଚୋରି କରିବା ପରେ ସେଗୁଡ଼ିକୁ ଏକ ଜରି ଅଖାରେ ଆଣି କେନାଲ ରେ ଫୋପାଡି ଦେଇଥିବା ଗ୍ରାମବାସୀ ସନ୍ଦେହ କରିଛନ୍ତି।

ସାଧାରଣତଃ ଶ୍ରଦ୍ଧାଳୁମାନେ ଶୈବପୀଠରେ ନାଗ ବସାଇବା ପାଇଁ ମାନସିକ କରିଥାନ୍ତି। ସେମାନଙ୍କ ମନୋସ୍କାମନା ପୂରଣ ପରେ ଶ୍ରଦ୍ଧାଳୁମାନେ ଗାଁର ଶୈବପୀଠ ମାନଙ୍କରେ ଅଭିଷେକ ପୂଜାର୍ଚ୍ଚନା ପରେ ଦେବତାଙ୍କ ନିକଟରେ ପିତ୍ତଳ ଓ ତମ୍ବା ନିର୍ମିତ ନାଗ ସ୍ଥାପନ କରିଥାନ୍ତି ବୋଲି କିଛି ପଣ୍ଡିତ ମତ ଦେଇଛନ୍ତି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଲାଗି ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ…

୫ ଯାଏ ବର୍ଷା, ନଦୀ ଜଳସ୍ତର ଆହୁରି ବଢ଼ିବ

ଭୁବନେଶ୍ୱର, ୧ା୮(ବନ୍ଦନା ସେଠୀ): ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri