ବିଶାଖାପାଟଣା-କୋତବଲସା ମଝିରେ ୬ ବଗି ଲାଇନ୍‌ଚ୍ୟୁତ, ବହୁ ଯାତ୍ରୀବାହୀ ଟ୍ରେନ୍‌ ପ୍ରଭାବିତ

କୋରାପୁଟ,୨୯ା୮(ଅମିତାଭ ବେହେରା): ଶୁକ୍ରବାର ବିଜୟନଗରମ କୋତବଲସା ମଝିରେ ଏକ ମାଲବାହୀ ଟ୍ରେନ୍‌ର ୬ଟି ବଗି ଲାଇନଚ୍ୟୁତ ହୋଇଛି। ଯାହାଫଳରେ ବହୁ ଯାତ୍ରୀବାହୀ ଟ୍ରେନ୍‌ ଯାତାୟାତ ପ୍ରଭାବିତ ହୋଇଛି।

ଭୁବେନେଶ୍ୱର ବିଶାଖାପାଟଣା ବନ୍ଦେଭାରତ ଏକ୍ସପ୍ରେସ୍‌, ପ୍ରଶାନ୍ତି ଏକ୍ସପ୍ରେସ୍‌, ସାଲିମାର-ଭାସ୍କୋଡାଗାମା, ରାଜାରାଣୀ ଏକ୍ସପ୍ରେସ, ପାଟଣା ଏରନାକୁଲମ ଏକ୍ସପ୍ରେସ, ହାଓ୍ବ୍‌ଡା-ଚେନ୍ନାଇ ଏକ୍ସପ୍ରେସ, ଭୁବନେଶ୍ୱର ବିଶାଖାପାଟଣା ଇଣ୍ଟରସିଟି ଏକ୍ସପ୍ରେସ୍‌ ଆଦି ଯାତ୍ରୀବାହୀ ଟ୍ରେନଗୁଡ଼ିକ ପ୍ରଭାବିତ ହୋଇଛି।

ଘଟଣାସ୍ଥଳରେ ଉଦ୍ଧାରକାରୀ ଟିମ୍‌ ପହଞ୍ଚି ଯୁଦ୍ଧକାଳୀନ ଭିତ୍ତିରେ ପୁନଃ ଉଦ୍ଧାର କାର୍ଯ୍ୟ ଚାଲୁ କରାଯାଇ ସ୍ବାଭାବିକ ପାଇଁ ଚେଷ୍ଟା ଚାଲିଥିବା ରେଲଓ୍ବେ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗମ୍ଭୀର ସ୍ନାୟୁ ରୋଗ ସହିତ ସଂଘର୍ଷ କରୁଛନ୍ତି ସୋନୁ ନିଗମ, ଯନ୍ତ୍ରଣାଦାୟକ ଭିଡ଼ିଓ ସେୟାର କରି….

ଗାୟକ ସୋନୁ ନିଗମ ଦୀର୍ଘ ଦିନ ଧରି ତାଙ୍କର ସୁମଧୁର କଣ୍ଠସ୍ୱର ପାଇଁ ଲୋକଙ୍କ ପ୍ରିୟ ହୋଇଆସିଛନ୍ତି, କିନ୍ତୁ ସେ ବର୍ତ୍ତମାନ ଏକ କଷ୍ଟକର ପର୍ଯ୍ୟାୟ ଦେଇ…

ବାରିପଦାରେ ଲଭ୍‌ ଜିହାଦ୍‌କୁ ନେଇ ଉତ୍ତେଜନା: କୋର୍ଟ ମ୍ୟାରେଜ ପୂର୍ବରୁ ବର, ବରଯାତ୍ରୀକୁ ଟେକିନେଲା ପୋଲିସ

ବାରିପଦା,୧୭।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରରେ ମଙ୍ଗଳବାର ‘ଲଭ୍‌ ଜିହାଦ୍‌’ ଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିବା ପରେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।…

ଚାଷୀଙ୍କ ପ୍ରଶ୍ନବାଣରେ ଘାଇଲା ମନ୍ତ୍ରୀ: ଆଜିଠାରୁ ସବୁ ମଣ୍ଡିରୁ ଉଠିବ ଧାନ

ନୂଆପଡ଼ା,୧୭ା୬ (ମକାରୁ ବେମାଲ):ନୂଆପଡ଼ା ଜିଲା ଗସ୍ତରେ ଆସିଥିବା ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକଙ୍କୁ ଚାଷୀଙ୍କ ପ୍ରଶ୍ନବାଣର ସମ୍ମୁଖୀନ ହେବାକୁ ପଡିଛି। ଜିଲାରେ…

ଧାନବିକ୍ରି ଟୋକନ ନ ମିଳିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ମାତ୍ର ଏପର୍ଯ୍ୟନ୍ତ ଟୋକନ ସମସ୍ୟା ଯୋଗୁ ଚାଷୀମାନେ ଗତ ରବିରେ ଅମଳ କରିଥିବା ଧାନ…

ନାବାଳିକା ଝାଡ଼ୁବିକାଳିଙ୍କୁ ଗଣବଳାତ୍କାର: ରାତିରେ ଉଠିଥିବା ବେଳେ…

କେନ୍ଦ୍ରାପଡ଼ା, ୧୭।୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଜଜାଙ୍ଗଠାରେ ଜଣେ ନାବାଳିକା ଝାଡୁ ବିକାଳି ଗଣବଳାତ୍କାରର ଶିକାର ହୋଇଛନ୍ତି। ଏନେଇ ପୀଡ଼ିତାଙ୍କ ପରିବାର ଥାନାରେ ଅଭିଯୋଗ କରିଛନ୍ତି।…

ଟୋଲ୍ ଟ୍ୟାକ୍ସ ଉପରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି! ଏମାନଙ୍କୁ ଦେବାକୁ ପଡ଼ିବନି ଟୋଲ ଟ୍ୟାକ୍ସ

ନୂଆଦିଲ୍ଲୀ,୧୭।୬: ଦେଶବ୍ୟାପୀ ଟୋଲ୍ ପ୍ଲାଜାରେ ଲମ୍ବା ଧାଡ଼ି ଏବଂ ବାରମ୍ବାର ଟୋଲ୍ ଦେୟ ଦେବାର ଅସୁବିଧାରୁ ମୁକ୍ତି ପାଇବାକୁ ଯାଉଛି । କେନ୍ଦ୍ର ସରକାର ଉନ୍ନତ ପ୍ରଯୁକ୍ତିବିଦ୍ୟା…

ମୋଦିଙ୍କ ସହ ସମ୍ପର୍କକୁ ନେଇ କହୁ କହୁ ଏମିତି କହିଲେ ମେଲୋନି: ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଓ୍ବାଶିଂଟନ୍‌,୧୭।୬: ବିଶ୍ୱ ନେତାମାନେ ଜି-୭ ଶିଖର ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବା ପାଇଁ ଫରାସୀ ସହର ଏଭିଆନରେ ଏକାଠି ହୋଇଥିଲେ। ଏହି କାର୍ଯ୍ୟକ୍ରମ ସମୟରେ,…

ଜନସଂଖ୍ୟା ଓ ଜଳବାୟୁ

ପୃଥିବୀରେ ମଣିଷ ବଞ୍ଚିବା ନିମନ୍ତେ ସୁସ୍ଥ ଜଳବାୟୁର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରକୃତି ରାଣୀର ବରଦାନ ଅନୁସାରେ ମଣିଷ ଏହି ପୃଥିବୀରେ ନିଜର ଜୀବନ ଅତିବାହିତ କରିପାରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri