Posted inଫୁରସତ

ଗୋଟିଏ ଗଛରେ ୬ ଫୁଲକୋବି, ଭାଇରାଲ ହେଉଛି ଫଟୋ

ଉତ୍ତରପ୍ରଦେଶର ଶାହାଜାହାଁପୁରର ଜଣେ କୃଷକ ନିଜ କ୍ଷେତରେ କୋବିଚାଷ କରିଛନ୍ତି। ଏହି ଚାଷ ଖୁବ୍‌ ଭଲ ବି ହୋଇଛି। ସବୁଠୁ ଆଶ୍ଚର୍ଯ୍ୟଜନକ କଥା ହେଲା ଚାଷୀ ଜଣକ ଯେଉଁ କୋବି ଲଗାଇଛନ୍ତି, ଗୋଟିଏ ଗଛରେ ଏକାବେଳକେ ୬ଟି କୋବି ଫଳିଛି। ଏହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏହି କୋବିର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ସାଧାରଣତଃ ଗୋଟିଏ ଗଛରେ କୋଟିଏ ହିଁ କୋବି ଫଳିଥାଏ। ମାତ୍ର କୃଷକ ହରି ଶରଣ ବାଜପେୟୀ ତାଙ୍କ କ୍ଷେତରେ ଲଗାଇଥିବା ଗୋଟିଏ କୋବି ଗଛରେ ୬ଟି କୋବି ହୋଇଛି। ଏହା ଦେଖି ହରି ମଧ୍ୟ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି। ଏହି କୋବିକୁ ଦେଖିବା ପାଇଁ ଅନ୍ୟ ଜିଲାରୁ ଲୋକେ ଆସୁଛନ୍ତି। ସ୍ଥାନୀୟ ଲୋକଙ୍କ କହିବାନୁଯାୟୀ, ଗୋଟିଏ ଗଛରେ ୬ଟି କୋବି ଫଳିଛି। ଯାହା ଆମେ କେବେ ଜୀବନରେ ଦେଖିନାହୁଁ। ଗ୍ରାମବାସୀ ଏହି କୋବି ସହିତ ଫଟୋ ମଧ୍ୟ ଉଠାଉଛନ୍ତି।

ହରି କୁହନ୍ତି, ସେ ତାଙ୍କ କ୍ଷେତରେ କୋବି ଗଛ ଲଗାଇଥିଲେ। ଏଥିରୁ ଗୋଟିଏ ଗଛରେ ୬ଟି କୋବି ହୋଇଛି। ଯେତେବେଳେ ସେ ଏହି କୋବିର ଫଟୋ ସୋସିଆଲ ମିଡିଆରେ ଶେୟାର କଲେ, ଏହା ଖୁବ୍‌ ଭାଇରାଲ ହୋଇଥିଲା। କୃଷି ବୈଜ୍ଞାନିକମାନେ ଏହି ଫୁଲକୋବି ଉପରେ ଗବେଷଣା ପାଇଁ ଏକ ଟିମ୍‌ ଗଠନ କରିଛନ୍ତି। ପୂରା ଅଞ୍ଚଳରେ ଏହି କୋବିକୁ ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?