୧୦ ଡିଗ୍ରୀ ତଳେ ୬ ସହର

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ପାରଦ ତଳମୁହାଁ ହୋଇଛି। ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ତଳକୁ ଖସି ଯାଇଛି। ରାଜ୍ୟର ୬ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ଉତ୍ତର ପୂର୍ବ ଦିଗରୁ ରାଜ୍ୟକୁ ଥଣ୍ଡା ବାୟୁ ପ୍ରବାହିତ ହୋଇଛି। ଏହାର ପ୍ରଭାବରେ ଶୀତ ବଢ଼ିଛି। ଗତ ଦୁଇଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୪ରୁ ୫ ଡିଗ୍ରୀ ସେଲ୍‌ସିୟସ ହ୍ରାସ ପାଇଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ, ସୋମବାର କେନ୍ଦୁଝରରେ ସର୍ବନିମ୍ନ ତାପମାତ୍ରା ୭.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀ ୮, ଝାରସୁଗୁଡ଼ା ୮.୨, ସୁନ୍ଦରଗଡ଼ ୮.୫, କୋରାପୁଟ ୯, ଦାରିଙ୍ଗବାଡ଼ି ୯, ଅନୁଗୋଳ ୧୦, ଦେବଗଡ଼ ୧୦.୮, ହୀରାକୁଦ ୧୦.୯, ଭବାନୀପାଟଣା ୧୧, ସୋନପୁର ୧୧, ବରଗଡ଼ ୧୧.୫, ସମ୍ବଲପୁର ୧୧.୮, ବୌଦ୍ଧ ୧୨.୫, କେନ୍ଦ୍ରାପଡ଼ା ୧୨, ଭଦ୍ରକ ୧୨, କଟକ ୧୩, ବାଲେଶ୍ୱରଠାରେ ୧୩.୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ ଜିଲାର କେତେକ ସ୍ଥାନରେ କୁହୁଡ଼ି ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?