ବିଦ୍ୟୁତ୍‌ ଖୁଣ୍ଟ ପଡ଼ି ୬ ଗୋରୁଙ୍କ ଜୀବନ ଗଲା

ବୌଦ୍ଧ/ବଘିଆପଡ଼ା,୨୦ା୬(ସ୍ବ.ପ୍ର./ଡି.ଏନ୍‌.ଏ.): ବୌଦ୍ଧ ଜିଲା ବଘିଆପଡ଼ା ଅଞ୍ଚଳରେ ସୋମବାର ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ୬ ଗୋରୁଙ୍କର ମୃତ୍ୟୁ ଘଟିଥିଛି। ୨ ଆହତ ହୋଇଛନ୍ତି। ବଘିଆପଡ଼ାସ୍ଥିତ ପାଲଝାର କୃଷି ଫାର୍ମରେ ବିଦ୍ୟୁତ୍‌ ଖୁଣ୍ଟ ପଡ଼ିଯିବାରୁ ଏହି ଅଘଟଣ ଘଟିଛି। ତେବେ ଫାର୍ମର ୨ କର୍ମଚାରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ସୂଚନାନୁଯାୟୀ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ପାଲଝାର କୃଷି ଫାର୍ମରେ କିଛି ଲୋକ ଗୋରୁ ଚରାଉଥିଲେ। ହଠାତ ନୂତନ ଭାବେ ପୋତା ଯାଇଥିବା ବିଦ୍ୟୁତ୍‌ ଖୁଣ୍ଟଟି ତଳେ ପଡ଼ି ଯାଇଥିଲା। ଫଳରେ ଗୋରୁମାନେ ଏହା ତଳେ ଚାପି ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ବୋମାମାଡ଼: ଜଣେ ମୃତ

ବାଙ୍କୀ,୨୪।୮(ଡି.ଏନ୍‌.ଏ.): କଟକ ଜିଲା ବାଙ୍କୀ ବ୍ଲକ ଅନ୍ତର୍ଗତ ଘୋଲପୁର ଆନନ୍ଦ ପାଟଣା ସାହିରେ ପୂର୍ବ ଶତ୍ରୁତାକୁ ନେଇ ବୋମାମାଡ଼ ହୋଇଛି। ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବା...

ବିଷ ଝଡ଼ାଇବା ପାଇଁ ଏସିଡ୍‌ ବୋଳି ଚିକିତ୍ସା ଘଟଣା: ନିଜ ଆଡୁ ମାମଲା ରୁଜୁ କଲେ ଓଏଚ୍‌ଆର୍‌ସି

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅନ୍ତର୍ଗତ ମୃଦଙ୍ଗପଲ୍ଲୀ ଅଞ୍ଚଳରେ ସାପ କାମୁଡ଼ା ରୋଗୀଙ୍କୁ ଏସିଡ୍‌ ବୋଳି ଚିକିତ୍ସା ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି...

ଠିକା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ,ବିଦ୍ୟୁତ ସେବା ଠପ୍‌ ହେବା ଆଶଙ୍କା

ଛତ୍ରପୁର,୪।୧୦(ସନ୍ତୋଷ ପାଢ଼ୀ): ଛତ୍ରପୁର ବିଦ୍ୟୁତ ନିର୍ବାହୀ ଯନ୍ତ୍ରୀ ଡିଭିଜନ ଅଧୀନରେ କାର୍ଯ୍ୟରତ ୩୦୦ରୁ ଉର୍ଦ୍ଧ ଠିକା କର୍ମଚାରୀ ବୁଧବାର ଠାରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଆରମ୍ଭ...

କରୋନା ଯୋଦ୍ଧା, ବୟସ୍କଙ୍କୁ ମାଗଣା ଟିକା

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟର କରୋନା ଯୋଦ୍ଧାଙ୍କୁ ମାଗଣାରେ କରୋନା ଟୀକା ଦିଆଯିବ। ଏନେଇ ଗୁରୁବାର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ମନ୍ତ୍ରୀ ସୂଚନା ଦେଇ କହିଛନ୍ତି,...

ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ଉତ୍ସବ, ଚାରାରୋପଣ କଲେ କଂଗ୍ରେସ କର୍ମକର୍ତ୍ତା

ନୂଆପଡା ଅଫିସ,୨୦ା୮: ସ୍ବର୍ଗତ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୫ତମ ଜୟନ୍ତୀ ଉତ୍ସବରେ ଜିଲା କଂଗ୍ରେସ ତରଫରୁ ବିଭିନ୍ନ କାର୍ଯ୍ୟକ୍ରମ କରାଯାଇଛି। ସ୍ଥାନୀୟ ହରିପୁର ଗାଁରେ ଆୟୋଜିତ...

ମ୍ୟୁନିସିପାଲଟି ଅଧିକାରୀଙ୍କ ମାଡ଼ରେ ପରିବା ବିକାଳି ବେହୋସ୍‌, ଉତ୍ତେଜନା

ବଲାଙ୍ଗୀର ଅଫିସ, ୧୯ା୪: ବଲାଙ୍ଗୀର ସହରର ରାସ୍ତାକଡ଼ ପନିପରିବା ବିକାଳିଙ୍କୁ ସୋମବାର ସକାଳୁ ମ୍ୟୁନିସିପାଲଟି ଅଫିସର ଜଣେ ଅଧିକାରୀ ମାଡ଼ ମାରିଥିଲେ। ଏଥିରେ ଜଣେ ପରିବା...

ରାଣୀତାଲ କେନାଲବନ୍ଧ କାମ ନିମ୍ନମାନର ଅଭିଯୋଗ

ଭଦ୍ରକ ଅଫିସ, ୩୧।୫: ଭଦ୍ରକ ସାଳନ୍ଦୀ ଜଳସେଚନ ବିଭାଗ ଅଧୀନ ରାଣୀତାଲ କେନାଲର ବାମପାଶର୍‌ବରେ ଆର୍‌ଡି ୦୧.୫୦ କିଲୋମିଟରରୁ ୧୦.୫୦ କିଲୋମିଟର ପର୍ଯ୍ୟନ୍ତ ୪ କୋଟି...

ଡିଜିପିଙ୍କୁ ରିପୋର୍ଟ ମାଗିଲେ ଜନଜାତି ଆୟୋଗ

କଟକ ଅଫିସ,୧୨ା୮: କୋରାପୁଟ ଜିଲା କୋଟପାଡ଼ ବ୍ଲକ ଚିତ୍ରା ପଞ୍ଚାୟତର ଏକ ଗ୍ରାମରୁ ଜଣେ ଆଦିବାସୀ ନାବାଳିକାଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଥିଲା। ପୋଲିସ...

Advertisement
Archives

Model This Week