୬ କଲେଜ ଛାତ୍ରୀଛାତ୍ର ପଜିଟିଭ୍‌

ବିନିକା,୨୦ା୩: ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳର ଏକ ଜୁନିୟର କଲେଜର ୬ଜଣ ବିଦ୍ୟାର୍ଥୀଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ବିନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମେଡିକାଲ ଟିମ୍‌ର ସୂଚନା ମୁତାବକ କଲେଜ ଖୋଲିବା ପରେ ଉକ୍ତ ଶିକ୍ଷାନୁଷ୍ଠାନର ୫୦ ବିଦ୍ୟାର୍ଥୀଙ୍କ ଆର୍ଟିପିସିଆର୍‌ ଓ ୪୦ଜଣଙ୍କ ଆଣ୍ଟିଜେନ ପରୀକ୍ଷା କରାଯାଇଥିଲା। ମୋଟ୍‌ ୯୦ ଛାତ୍ରୀଛାତ୍ରଙ୍କ ସ୍ବାବ ନମୁନାରୁ ୬ଛାତ୍ରୀଛାତ୍ରଙ୍କ କରୋନା ପଜିଟିଭ ଚିହ୍ନଟ ହୋଇଛି। ତେବେ ମେଡିକାଲ ପକ୍ଷରୁ କୌଣସି ରିପୋର୍ଟ ହସ୍ତଗସ୍ତ ହୋଇ ନ ଥିବା କଲେଜ କର୍ତ୍ତୃପକ୍ଷ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ସମୁଦ୍ର ଗର୍ଭରୁ ମିଳିଲା ସୁନାର ଭଣ୍ଡାର ସାଙ୍ଗକୁ ପୁଳାପୁଳା ଟଙ୍କା; ହେଲେ ସୁନା ମୁଦି ଖୋଲିଦେଲା ବଡ଼ ରହସ୍ୟ

ସମୁଦ୍ରର ଗଭୀରତାରେ ପୋତି ହୋଇ ରହିଥିବା ଗୋଟିଏ ଜାହାଜ ପ୍ରାୟ ୧,୩୦୦ ବର୍ଷ ପରେ ଇତିହାସର ଏପରି ଏକ ପୃଷ୍ଠା ସାମ୍ନାକୁ ଆଣିଛି, ଯାହାକୁ ଦେଖି ବୈଜ୍ଞାନିକମାନେ…

ଆତ୍ମହତ୍ୟା ପାଇଁ ପାହାଡ଼ ଧାରରେ ଠିଆ ହୋଇଥିଲେ ଯୁବକ, ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ବାପାଙ୍କ ଜୀବନ

ଔରଙ୍ଗାବାଦ, ୨୨।୮: ମହାରାଷ୍ଟ୍ରର ଖାଭ୍ୟଡା ଡୋଙ୍ଗରର ଏକ ବିପଦପୂର୍ଣ୍ଣ ପାହାଡ଼ରୁ ଡେଇଁ ଆତ୍ମହତ୍ୟା କରିବାକୁ ଯାଉଥିବା ୧୮ବର୍ଷୀୟ ପୁଅକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଛନ୍ତି ମା’ବାପା। ପଥର…

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

ଉଚ୍ଚ ଶ୍ରେଣୀରେ କମୁଛି ଛାତ୍ରୀଛାତ୍ରଙ୍କ ଆନନ୍ଦଦାୟକ ସ୍ଥିତି

ମୁମ୍ବାଇ, ୨୨ା୮ : ଭାରତରେ ଛାତ୍ରୀଛାତ୍ରଙ୍କ ବର୍ଷକୁ ବର୍ଷ ଶ୍ରେଣୀ ବୃଦ୍ଧି ପାଇବା ସହ ସେମାନଙ୍କ ମାନସିକ ସ୍ବାସ୍ଥ୍ୟ ଏବଂ ଆତ୍ମବିଶ୍ୱାସରେ ହ୍ରାସ ପାଉଥିବା ଏକ ନୂତନ…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

LKG ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷୟିତ୍ରୀ: ହଠାତ୍‌ ଘଟିଗଲା ଏମିତି କିଛି, ଦେଖନ୍ତୁ ଛାତିଥରା VIDEO

ବିଶାଖାପାଟଣା,୨୨।୮: ବିଶାଖାପାଟଣାର ଏକ ସ୍କୁଲର ହୃଦୟ ବିଦାରକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜଣେ ନିର୍ଦ୍ଦୋଷ ୬ ବର୍ଷର ଶିଶୁକୁ ଜଣେ ଶିକ୍ଷୟିତ୍ରୀ ତା’ର…

ରାହୁଲଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଉତ୍ତେଜନା; NSUI-ABVP ସମର୍ଥକଙ୍କ ମଧ୍ୟରେ ହାତାହାତି

ନୂଆଦିଲ୍ଲୀ,୨୨।୮: ଅଗଷ୍ଟ ୨୧ରେ ପୁଣେରେ ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ‘ଛତ୍ରୋଂ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri