ଭାରତରେ ୬ କମ୍ପାନୀଙ୍କୁ ସ୍ପୁଟନିକ୍‌-ଭି ଉତ୍ପାଦନ ଦାୟିତ୍ୱ…

ନୂଆଦିଲ୍ଲୀ, ୨୭।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ଆବଶ୍ୟକ ଟିକା ଅଭାବରୁ ସାର୍ବଜନକୀ ଟିକାକରଣ କାର୍ଯ୍ୟକ୍ରମ ଧିମା ପଡ଼ିଯାଇଛି। ତେବେ ରୁଷିଆର ସ୍ପୁଟନିକ୍‌-ଭି ଟିକା ଦ୍ୱାରା ଟିକା ଅଭାବ ପୂରଣ ହୋଇପାରିବ ବୋଲି ଭାଜପା ପ୍ରବକ୍ତା ସମ୍ବିତ ପାତ୍ର ଗୁରୁବାର ସୂଚନା ଦେଇଛନ୍ତି। ଦେଶରେ ୬ଟି କମ୍ପାନୀଙ୍କୁ ଦସ୍ପୁଟନିକ୍‌ ଉତ୍ପାଦନ ଦାୟିତ୍ୱ ଦିଆଯିବ ବୋଲି ସେ କହିଛନ୍ତି। ଆସନ୍ତା ମାସରୁ ଭାରତରେ ସ୍ପୁଟନିକ୍‌-ଭି ଟିକାଦାନ ଆରମ୍ଭ ହେବା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri