ଖସିଲା କରୋନା ଗ୍ରାଫ୍‌: ଆଜି ୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ସୋମବାର ରାଜ୍ୟରୁ ୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୩୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ, ସମ୍ବଲପୁର, ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୧।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୩୭ରେ ପହଞ୍ଚିଥିବା ବେଳେ ୧୨,୭୯,୧୮୪ ଜଣ ସୁସ୍ଥ ହୋଇଛନ୍ତି। ୭୪ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

କାୟା ମେଲାଇଲାଣି କାରୋନାର ନୂଆ ଭାରିଆଣ୍ଟ, ୨୩ଟି ଦେଶରେ ବ୍ୟାପିଲା, ଜାଣନ୍ତୁ ଏହା କେତେ ବିପଦ

ନୂଆଦିଲ୍ଲୀ,୩୦।୩: ଯେତେବେଳେ ବି କରୋନା ଭାଇରସ ବିଲୁପ୍ତ ହେବାର ଦ୍ୱାରଦେଶରେ ଥାଏ, ସେତେବେଳେ ଏକ ନୂତନ ପ୍ରକାର ବ୍ୟାପିଥାଏ ଏବଂ ଲୋକଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରିଥାଏ।…

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri