ରାଜ୍ୟରେ କରୋନା ନେଲା ଆଉ ୬ ମୁଣ୍ଡ: ଅଛନ୍ତି ଗଞ୍ଜାମରୁ ୩ଜଣ

ଭୁବନେଶ୍ୱର, ୮।୭(ବ୍ୟୁରୋ): ବୁଧବାର ରାଜ୍ୟରେ କରୋନାରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ୩ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୧, ରାୟଗଡ଼ାରୁ ୧ ଏବଂ କେନ୍ଦ୍ରାପଡ଼ାରୁ ୧ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି। ତେବେ କେବଳ ଗଞ୍ଜାମରେ ମ୍ୟୃତ୍ୟୁ ସଂଖ୍ୟା ୨୮ରେ ପହଞ୍ଚିଛି।

ଖୋର୍ଦ୍ଧା ଜିଲାର ମୃତକଜଣଙ୍କ ଭୁବନେଶ୍ୱରର। ସେ ପୁରୁଷ ହୋଇଥିବା ବେଳେ ତାଙ୍କ ବୟସ ୫୫। ରାୟଗଡ଼ାର ମୃତକଜଣଙ୍କ ୮୦ ବର୍ଷୀୟ ବୃଦ୍ଧ। ସେ ପୂର୍ବରୁ ଅନ୍ୟ ରୋଗରେ ଆକ୍ରାନ୍ତ ଥିଲେ। କେନ୍ଦ୍ରାପଡ଼ାର ମୃତକ ୪୯ ବର୍ଷୀୟ ବ୍ୟକ୍ତି ହୋଇଥିବା ବେଳେ ସେ ଡାଇବେଟିସ ରୋଗରେ ପୀଡିତ ଥିଲେ। ସେହିପରି ଗଞ୍ଜାମ ଜିଲାର ୩ ମୃତକଙ୍କ ମଧ୍ୟରେ ଜଣେ ୬୪ ବର୍ଷୀୟ ବୃଦ୍ଧ, ୫୬ ବର୍ଷୀୟ ବ୍ୟକ୍ତି ଏବଂ ୫୦ ବର୍ଷୀୟା ମହିଳା ରହିଛନ୍ତି। ତେବେ ୬୪ ବର୍ଷୀୟ ବୃଦ୍ଧ ଏବଂ ୫୦ ବର୍ଷୀୟା ମହିଳା ପୂର୍ବରୁ ଡାଇବେଟିସ୍‌ ରୋଗରେ ଆକ୍ରାନ୍ତ ଥିଲେ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା ପୋଲିସ ଭ୍ୟାନରେ ଚୋରା କାଠ ଚାଲାଣ

ପାରଳାଖେମୁଣ୍ଡି,୪।୧୧: ଗଜପତି ଜିଲାରେ ପୋଲିସ ଭ୍ୟାନ୍‌ ଯୋଗେ କାଠ ଚୋରା ଚାଲାଣ ମାମଲାରେ ଅଟକ ଥିବା ୪ ପୋଲିସ କର୍ମଚାରୀଙ୍କୁ ବନ ବିଭାଗ ଗିରଫ କରି...

ଏନ୍‌ଜିଓ, ସୋସାଇଟି ଉପରେ ଅଙ୍କୁଶ: ଏବେ ପ୍ରତି ୫ବର୍ଷରେ ନବୀକରଣ କରିବାକୁ ପଡ଼ିବ ନିବନ୍ଧନ

ଭୁବନେଶ୍ୱର,୧୪। ୬(ବ୍ୟୁରୋ): ସୋସାଇଟି ରେଜିଷ୍ଟ୍ରେଶନ ଆକ୍ଟ ବା ସମବାୟ ପଞ୍ଜୀକରଣ ଆଇନ-୧୮୬୦ରେ ସଂଶୋଧନ ଲାଗି ମେ’ ୨୯ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ମଞ୍ଜୁରୀ ମିଳିଛି। ରାଜସ୍ବ...

ସାମାଜିକ ଦୂରତା ମାନୁନାହାନ୍ତି ପରିବା ଦୋକାନୀ: ଗୋଷ୍ଠୀ ସଂକ୍ରମଣ ଆଶଙ୍କା

ଗଞ୍ଜାମ,୨୭ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏଥିପାଇଁ ସରକାର ଓ ପ୍ରଶାସନ ସାମାଜିକ...

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ: ୪ଟି ସ୍ଥାନରେ ଏକକାଳୀନ ଚଢାଉ

କେସିଙ୍ଗା/ଭବାନୀପାଟଣା,୨୮।୧୨(ସ୍ବ.ପ୍ର.): ଭିଜିଲାନ୍ସ ହାତରେ ଧରା ପଡିଲେ କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକାର ସହକାରୀ ନିର୍ବାହୀ ଯନ୍ତ୍ରୀ ସମୀର ଠାକୁର। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ବାଇପାସ୍‌ ରାସ୍ତା ନ ଥିବାରୁ ଚିନ୍ତା

ନୟାଗଡ଼ ଅଫିସ,୨୩।୫: ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥର ନୟାଗଡ଼ ଓ ଦଶପଲ୍ଲା ଏବଂ ନୟାଗଡ଼- ନାଉଖାଲ ୨୧ ନଂ. ରାଜ୍ୟ ରାଜପଥର ଶରଣକୁଳ ଅଞ୍ଚଳରେ...

ସିନୋଭାକ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ

ଜେନେଭା, ୨ା୬: ଚାଇନା ଦ୍ୱିତୀୟ କରୋନା ଟିକା ସିନୋଭାକ୍‌ର ଜରୁରିକାଳୀନ ବ୍ୟବହାର ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ମଞ୍ଜୁରୀ ଦେଇଛି। ଏହି ଟିକା ଉତ୍ପାଦନ, କାର୍ଯ୍ୟକାରିତା...

ପୁରୀରେ ଜାରି ହେଲା ୧୪୪ ଧାରା: ପତିତପାବନ ଦର୍ଶନ ବନ୍ଦ

ପୁରୀ ଅଫିସ, ୨୬।୧୧: ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି କରାଯାଇଛି। ଗୁରୁବାର ରାତି ୨ଟାରୁ ବେଶ ଓଲାଗି ପର୍ଯ୍ୟନ୍ତ ଏହା...

୫ ହଜାର ସ୍କୁଲରେ ହେବ ଖେଳପଡ଼ିଆ

ଭୁବନେଶ୍ୱର,୬।୮(ବ୍ୟୁରୋ): ରାଜ୍ୟର ୫ହଜାର ବିଦ୍ୟାଳୟରେ ଖେଳପଡ଼ିଆ ନିର୍ମାଣ କରାଯିବ। ଚଳିତ ବର୍ଷ ୧ ହଜାର ବିଦ୍ୟାଳୟରେ ଖେଳପଡ଼ିଆ ହେବ। ବାକି ୪ ହଜାର ପର୍ଯ୍ୟାୟ କ୍ରମେ...

Advertisement
Archives

Model This Week