Posted inଜାତୀୟ

୨୦ ମହଲା କୋଠାରେ ଲାଗିଲା ନିଆଁ, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

ମୁମ୍ବାଇ,୨୨।୧: ମୁମ୍ବାଇର ଟାର୍ଡେଓ ଅଞ୍ଚଳରେ ଥିବା ଏକ ୨୦ ମହିଲା କୋଠାରେ ଶନିବାର ଅଗ୍ନିକାଣ୍ଡ ଘଟି ବର୍ତ୍ତମାନ ସୁଦ୍ଧା ୬ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୫ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି।

ମିଳିଥିବା ସୂଚନା ମୁତାବକ, ଶନିବାର ସକାଳେ ୨୦ ବିଶିଷ୍ଟ କୋଠାର ୧୮ ମହଲାରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଖବର ପାଇ ଦମକଳ ବାହିନୀର ୧୩ଟି ଗାଡି ନିଆଁଲିଭା କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ଅଗ୍ନିଶନ କର୍ମଚାରୀଙ୍କ ଅକ୍ଲାନ୍ତ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇଥିଲା। କୋଠାରୁ ସମସ୍ତଙ୍କୁ ଉଦ୍ଧାର କରାଯାଇଥିବା ଅଗ୍ନିଶମ ବିଭାଗର ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରୁ ଇସ୍ତଫା ଦେଲେ ଅମରିନ୍ଦର

ଚଣ୍ଡିଗଡ଼,୨ ।୧୧: ପଞ୍ଜାବର ପୁର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ସେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ୭...

ବଢ଼ୁଛି କରୋନା କଷଣ

ନୂଆଦିଲ୍ଲୀ, ୧୦।୫: ଦେଶରେ ଭୟଙ୍କର ସ୍ଥିତିରେ କରୋନା। ଶନିବାର ସୁଦ୍ଧା ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୨, ୫୪୭କୁ ବୃଦ୍ଧି ପାଇଥିବା ବେଳେ ୨,୦୯୨ ଜଣଙ୍କ...

ଜନତାଙ୍କୁ ଲୁଚୁଛନ୍ତି ଯୋଗୀ ଆଦିତ୍ୟନାଥ: ପ୍ରିୟଙ୍କା

ନୂଆଦିଲ୍ଲୀ,୧।୭: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପୁଣିଥରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଟାର୍ଗେଟ କରିଛନ୍ତି। ମୁରଦାବାଦ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଯୋଗୀ...

ତୈଳ ଦରକୁ ନେଇ ମୁହଁ ଖୋଲିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୦।୨: ବୃଦ୍ଧି ପାଉଥିବା ପେଟ୍ରୋଲ, ଡିଜେଲ, ଗ୍ୟାସ ଦରକୁ ନେଇ ଶନିବାର ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ମତ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ତଳଦର ବୃଦ୍ଧି...

ଭାଜପାରେ ହୋଇପାରେ ବିଦ୍ରୋହ

ବେଙ୍ଗାଲୁରୁ,୧୪ା୧୧(ପି.ଟି.): ଅଯୋଗ୍ୟ ଘୋଷିତ ୧୭ ବିଧାୟକଙ୍କ ମଧ୍ୟରୁ କେତେଜଣଙ୍କୁ କର୍ନାଟକ ବିଧାନସଭା ଉପନିର୍ବାଚନରେ ଭାଜପା ଟିକେଟ ଦେବ ବୋଲି କୁହାଯାଉଛି। ଏହା ଜଣାପଡିବା ପରେ ଭାଜପାରେ...

ସୋରେନ୍‌ଙ୍କ ବିବାଦୀୟ ମନ୍ତବ୍ୟ:ଇସିଙ୍କୁ ଫେରାଦ ହେଲା ଭାଜପା

ରାଞ୍ଚତ୍, ୨୦।୧୨(ପି.ଟି.):ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌)ର କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନ୍‌ ଏକ ନିର୍ବାଚନୀ ରାଲିରେ ଭାଜପା ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇ ଅଡୁଆରେ ପଡିଯାଇଛନ୍ତି। ପାକୁର...

କମ୍ୟୁନିଟି ରେଡିଓରେ ବିଜ୍ଞାପନ ସମୟ ବଢ଼ିବ

ନୂଆଦିଲ୍ଲୀ,୨୩ା୫: ଟେଲିଭିଜନ ଚ୍ୟାନେଲ ଭଳି କମ୍ୟୁନିଟି ରେଡିଓରେ ବିଜ୍ଞାପନ ପ୍ରସାରଣ ସମୟ ଘଣ୍ଟାପ୍ରତି ୭ ମିନିଟରୁ ୧୨ ମିନିଟକୁ ବଢ଼ାଇବା ପାଇଁ ସରକାର ଆଗ୍ରହୀ ଥିବା...

ପୀଡ଼ିତାଙ୍କ ପାଇଁ ୫୯୫ ଓସିଏସ୍‌

ନୂଆଦିଲ୍ଲୀ,୨୦ା୧୧(ପି.ଟି.): ଦେଶରେ ପୀଡ଼ିତାମାନଙ୍କ ପାଇଁ ୫୯୫ଟି ଓ୍ବନ୍‌ ଷ୍ଟପ୍‌ ସେଣ୍ଟର (ଓସିଏସ୍‌) ରହିଛି। ଶାରୀରିକ ଉତ୍ପୀଡ଼ନ ସହ ବିଭିନ୍ନ ଅପରାଧର ଶିକାର ହେଉଥିବା ମହିଳାମାନଙ୍କୁ ଏହି...

Advertisement
Archives

Model This Week