Posted inଜାତୀୟ

ଓଲଟିଲା ଟ୍ରାକ୍ଟର :୬ ମୃତ, ୨୦ ଆହତ

ଅମରାବତୀ,୮।୧୨: ଆନ୍ଧ୍ରପ୍ରଦେଶ ଚିତ୍ତୋର ପୁଥାଲାପାଟ୍ଟୁ ମଣ୍ଡଳର ଲକ୍ଷ୍ମାୟା ଗ୍ରାମରେ ଗୁରୁବାର ଭାରସାମ୍ୟ ହରାଇ ଏକ ଟ୍ରାକ୍ଟର ଓଲଟି ପଡିଛି। ଏଥିରେ ଦୁଇ ବର୍ଷର ବାଳିକା ସମେତ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଆହତ ହୋଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ପୁଥାଲାପାଟ୍ଟୁରେ ଏକ ବିବାହ ଉତ୍ସବରେ ଯୋଗଦେବାକୁ ମୋଟ ୨୬ ଜଣ ଲୋକ ଯାଉଥିବାବେଳେ ଭାରସାମ୍ୟ ହରାଇ ଟ୍ରାକ୍ଟରଟି ଓଲଟି ପଡିଥିଲା। ଫଳରେ ୬ ଜଣଙ୍କର ମୃତ୍ୟୁ ଘଟିଥିଲା। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇବା ସହ ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷେ, ଜିଲା କଲେକ୍ଟର ତଥା ଚିତ୍ତୋର ପୋଲିସ ଅଧୀକ୍ଷକ ଚିତ୍ତୋର ଡାକ୍ତରଖାନାରେ ଆହତମାନଙ୍କୁ ଭେଟି ଆବଶ୍ୟକୀୟ ଚିକିତ୍ସା ସେବା ପ୍ରଦାନ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri