Posted inଜାତୀୟ

ହିମାଚଳରେ ଭୂସ୍ଖଳନ: ୬ ମୃତ

ଶିମ୍‌ଲା,୩୦ା୩: ହିମାଚଳପ୍ରଦେଶର କୁଲ୍ଲୁରେ ରବିବାର ଅପରାହ୍ନ ୫ଟାରେ ଭୂସ୍ଖଳନ ଘଟି ୩ ମହିଳାଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି। ଭୂସ୍ଖଳନରେ କେତେଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଜିଲାର ଶୀର୍ଷ ଅଧିକାରୀ ଏବଂ ଉଦ୍ଧାରକାରୀ ଟିମ୍‌ ପହଞ୍ଚତ୍ଛନ୍ତି। ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଲୋକେ ରାସ୍ତା ପାର୍ଶ୍ୱରେ ବସିଥିବାବେଳେ ଏକ ବଡ଼ ଗଛ ଉପୁଡ଼ିବା ସହ ମାଟି ଅତଡ଼ା ସେମାନଙ୍କ ଉପରେ ପଡ଼ିଯାଇଥିଲା। ଗଛ ପଡ଼ି କେତେକ ଗାଡ଼ି ଭାଙ୍ଗିରୁଜି ଯାଇଛି। ମୃତକଙ୍କ ମଧ୍ୟରେ ଜଣେ ହକର, ଜଣେ କାର୍‌ ଡ୍ରାଇଭର ଏବଂ ୩ ଜଣ ପର୍ଯ୍ୟଟକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରର ଉପଗ୍ରହ ମାଡ଼ହୋଇ ଧ୍ୱଂସ ପାଇଯାଇଛି

ନୂଆଦିଲ୍ଲୀ, ୧୬ା୯: ପୃଥିବୀର ଦ୍ରୁତ ଘୂର୍ଣ୍ଣନ ଯୋଗୁ ଚନ୍ଦ୍ର ଆମଠାରୁ ଦୂରେଇ ଯାଉଥିବା ବେଳେ ଶୁକ୍ର ଗ୍ରହର ମନ୍ଥର ଗତି ହିଁ ତା’ର ଉପଗ୍ରହ ପାଇଁ କାଳ…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

ଏତିକିରୁ ଅଧିକ ଟ୍ରାଞ୍ଜାକ୍ସନ କଲେ ପଡ଼ିବ ଚାର୍ଜ, ରାହୁଲ ଆଣିଲେ ସାଂଘାତିକ ଅଭିଯୋଗ: ଆମେରିକା ଚାପରେ ସରକାର…

ନୂଆଦିଲ୍ଲୀ,୧୫।୯: ଦେଶର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଅନ୍ୟତମ ପ୍ରମୁଖ ମାଧ୍ୟମ UPIକୁ ନେଇ ଏବେ ରାଜନୈତିକ ବିବାଦ ଚର୍ଚ୍ଚା ଜୋର୍‌ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ, ଚେତାବନୀ ଜାରି କଲା…

ନୂଆଦିଲ୍ଲୀ,୧୫।୯: ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଉତ୍ତର ଭାରତ ମହାସାଗର, ବିଶେଷକରି ବଙ୍ଗୋପସାଗର ଓ ଆରବ ସାଗରରେ ଘୂର୍ଣ୍ଣିିଝଡ଼ କାର୍ଯ୍ୟକଳାପ ବଢ଼ିବାର ସମ୍ଭାବନା ରହେ। ଏହି ସମୟକୁ ଭାରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?