Posted inଜାତୀୟ

ପ୍ରୟାଗରାଜରେ ବିଷାକ୍ତ ମଦ ପିଇ ଚାଲିଗଲା ୬ ଜଣଙ୍କ ଜୀବନ

ପ୍ରୟାଗରାଜ, ୨୧।୧୧-ଉତ୍ତରପ୍ରଦେଶର ପ୍ରୟାଗରାଜ୍‌ ଅନ୍ତର୍ଗତ ଫୁଲପୁରରେ ବିଷାକ୍ତ ମଦ ୬ ଜୀବନ ନେଇଛି। ଶୁକ୍ରବାର ରାତିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଶନିବାର ଆଉ ଦୁଇଜଣଙ୍କ ଜୀବନ ଯାଇଛି। ଏହି ଘଟଣାରେ ଜଣେ ମଦ ଦୋକାନୀ ଓ ଯୋଗାଣକାରୀଙ୍କ ସମେତ ୭ ଜଣଙ୍କୁ ଗିରଫ କରାଯାଇଛି। ତଦନ୍ତ ଜାରି ରହିଛି। ଏହି ଘଟଣା ପାଇଁ ଯେଉଁମାନେ ଦାୟୀ ସେମାନଙ୍କୁ ଛଡ଼ାଯିବନି ବୋଲି ଜିଲାପାଳ ଭାନୁଚନ୍ଦ୍ର ଗୋସ୍ବାମୀ କହିଛନ୍ତି। ବିଷାକ୍ତ ମଦ ପିଇଥିବା ଅନ୍ୟ ୧୦ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମଦ ଦୋକାନର ନମୁନା ପରୀକ୍ଷା ପାଇଁ ଲାବରେଟୋରିକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ଟ୍ରେନ କୋଚରେ ଭୟଙ୍କର ଅଗ୍ନିକାଣ୍ଡ; ଯାତ୍ରୀଙ୍କ ମଧ୍ୟରେ ଆତଙ୍କ

ପାଟନା,୧୮।୫: ବିହାରର ସାସାରାମରେ ଏକ ଟ୍ରେନରେ ନିଆଁ ଲାଗିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ ସାସାରାମ-ପାଟନା ପାସେଞ୍ଜର ଟ୍ରେନର ଏକ ବଗି ସାସାରାମ ଷ୍ଟେଶନରେ ଅଟକି…

ଆଜି ଶପଥନେବେ କେରଳ ମୁଖ୍ୟମନ୍ତ୍ରୀ, ଖାର୍ଗେ-ରାହୁଲ-ପ୍ରିୟଙ୍କାଙ୍କ ସମେତ ଯୋଗଦେବେ ୩ ରାଜ୍ୟର ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: କେରଳ ବିଧାନସଭା ନିର୍ବାଚନରେ, କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୪୦ ଆସନରୁ ୧୦୨ ଆସନ ହାସଲ କରି ଏକ ଐତିହାସିକ ବିଜୟ ହାସଲ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

ସୁନା କ୍ରୟକୁ ନେଇ ଆସିଲା ବଡ଼ ଖବର, ମୋଦିଙ୍କ ଅପିଲ ପରେ ୧୦ରୁ ୬ ଜଣ ବଦଳାଇଲେ ନିଷ୍ପତ୍ତି: ସର୍ଭେ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ ପରେ, ଦେଶରେ ସୁନା କ୍ରୟ ସମ୍ପର୍କରେ ସାଧାରଣ ଲୋକଙ୍କ ଭାବନା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। LocalCircles ଦ୍ୱାରା…

NEET ପେପର ଲିକ୍ ପ୍ରସଙ୍ଗ; ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ରାହୁଲ, ଶିକ୍ଷାମନ୍ତ୍ରୀଙ୍କୁ କାହିଁକି….

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ NEET ପେପର ଲିକ୍ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ କଡା ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ ଉଠାଇ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri