ଚିତ୍ରକୋଣ୍ଡା ଥାନାର ୬ କର୍ମଚାରୀ କରୋନା ଆକ୍ରାନ୍ତ, କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କଲେ ଜିଲାପାଳ

ଚିତ୍ରକୋଣ୍ଡା,୨୯ା୭(ଡି.ଏନ୍‌.ଏ.): ଚିତ୍ରକୋଣ୍ଡା ଥାନାର ୯ ଜଣ କର୍ମଚାରୀଙ୍କର ସ୍ବାବ୍‌ ଟେଷ୍ଟ୍‌ ପାଇଁ ପଠାଯାଇଥିଲା। ସେଥିମଧ୍ୟରୁ ୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଦୁଇ ଜଣ ଏସ୍‌ଆଇ, ଜଣେ ଏଏସ୍‌ଆଇ, ଜଣେ ଡ୍ରାଇଭର, ଜଣେ କନଷ୍ଟେବଳ ଓ ଜଣେ ହୋମ୍‌ଗାର୍ଡ ଅଛନ୍ତି। ସମସ୍ତଙ୍କୁ ମାଲକାନଗିରି କୋଭିଡ୍‌ ହସ୍ପିଟାଲକୁ ପଠାଯିବା ସହ ଅନ୍ୟ ପୋଲିସ କର୍ମଚାରୀଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ମାଲକାନଗିରି ପଠାଯାଇଛି। ଏହା ପରେ ଜିଲାପାଳ ମନୀଷ ଅଗ୍ରୱାଲ ଚିତ୍ରକୋଣ୍ଡା ଥାନାକୁ ସିଲ୍‌ କରି କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କରିବା ସହ କଟକଣା ଜୋର୍‌ଦାର କରିଛନ୍ତି। ଚିତ୍ରକୋଣ୍ଡାକୁ ପରିଚାଳନା ପାଇଁ ମାଲକାନଗିରି ପିଏ ଆଇଟିଡିଏ କ୍ଷିରାବ୍ଧୀ ବେହେରାଙ୍କୁ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାର ସଂଘ ପ୍ରଦାନ କଲା ୨ ଲକ୍ଷ

ବାରିପଦା ଅଫିସ, ୧୫ା୪- କରୋନା ମହାମାରୀର ମୁକାବିଲା କରିବା ପାଇଁ ମୟୂରଭଞ୍ଜ ଜିଲା ଠିକାଦାର ସଂଘ ୨ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି।...

ପୁରୁଣା ଘର ଫଟୋ ଉଠାଇ ବିଲ୍‌

ପରଜଙ୍ଗ, ୧୯।୧(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ ଯୁଆଡ଼େ ଉଣ୍ଡିଲେ ବାରି ହୋଇପଡୁଛି ଦୁର୍ନୀତିର ଗନ୍ଧ। ସବୁ ଅନିୟମିତତାର ଚେର ଯାଇ ଅଟକୁଛି ପ୍ରଧାନମନ୍ତ୍ରୀ...

ଗଣେଶ ପୂଜା ପାଇଁ ପ୍ରସ୍ତୁତି: ୩୮ ମଣ୍ଡପରେ ପୂଜାର୍ଚ୍ଚନା

ଢେଙ୍କାନାଳ ଅଫିସ, ୧୦।୮ – ଢେଙ୍କାନାଳ ସହରରେ ସେପ୍ଟେମ୍ବର ୨ରୁ ଆରମ୍ଭ ହେଉଛି ବିଘ୍ନରାଜ ଗଜାନନଙ୍କ ପୂଜା। ସପ୍ତାହବ୍ୟାପୀ ଏହି କାର୍ଯ୍ୟକ୍ରମକୁ ଶୃଙ୍ଖଳିତ କରିବାକୁ ଶୁକ୍ରବାର...

ତାଲୁକସ୍ତରୀୟ ଆଇନ ସଚେତନତା ଶିବିର

ସିନାପାଲି,୨୭।୯(ଡି.ଏନ.ଏ.)-ନୂଆପଡ଼ା ଜିଲା ସିନାପାଲି ବ୍ଲକ ଅନ୍ତର୍ଗତ ଜି.ମେ. ମହାବିଦ୍ୟାଳୟ ପରିସରରେ ଗୁରୁବାର ଏକ ତାଲୁକସ୍ତରୀୟ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ସିନାପାଲିସ୍ଥିତ ଆଇନ...

ଶେରଗଡ଼ ତହସିଲ କାର୍ଯ୍ୟର ସମୀକ୍ଷା କଲେ ଆର୍‌ଡିସି

ଶେରଗଡ଼,୨ା୮(ଡି.ଏନ.ଏ.)- ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଟି. ଆପନ୍ନା ଆଓ ଶୁକ୍ରବାର ଶେରଗଡ଼ ତହସିଲ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପୂର୍ବାହ୍ନ ପ୍ରାୟ ୧୧ଟାବେଳେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ପିଇଓଙ୍କ ବଦଳିକୁ ନେଇ ଅସନ୍ତୋଷ

ବାଲିକୁଦା,୨୫।୧୧(ସ୍ବ.ପ୍ର.): ବାଲିକୁଦା ବ୍ଲକ ସରପଞ୍ଚ ସଂଘର ଏକ ବୈଠକ ମରିଚିପୁର ପଞ୍ଚାୟତର ମା’ ବନ୍ଦରେଇଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି। ସଂଘ ସଭାପତି ତଥା ବରମୁଣ୍ଡଳି ସରପଞ୍ଚ...

ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର: କାରଣ ଅସ୍ପଷ୍ଟ

ଧର୍ମଗଡ଼,୧୮।୮:(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ହରିଜନ ସାହିର ଏକ ଗଛରୁ ରବିବାର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ଉକ୍ତ ସାହିର ଡମ୍ବରୁଧର ବାଗ୍‌।...

ସରପଞ୍ଚଙ୍କୁ ଆକ୍ରମଣ, ଗଁ। ପୁଣି ଅଶାନ୍ତ

ଦିଗପହଣ୍ଡି,୧୬ା୨(ଡି.ଏନ୍‌.ଏ.) – ଦିଗପହଣ୍ଡି ବ୍ଲକ କରପଡା ସରପଞ୍ଚ ଗାୟତ୍ରୀ ପ୍ରଧାନଙ୍କୁ ବିପକ୍ଷ ଗୋଷ୍ଠୀର ରାମେଶ୍ୱର ପ୍ରଧାନ ଓ ପ୍ରଶାନ୍ତ ପ୍ରଧାନ ଶନିବାର ଅପରାହ୍ନରେ ଗାଳିଗୁଲଜ କରିଥିଲେ।...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *