ରାଜଧାନୀ କଲେଜରୁ ଚିହ୍ନଟ ହେଲେ ୬ ନକଲି ଦିବ୍ୟାଙ୍ଗ ଛାତ୍ର

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ବିଜେବି କଲେଜ ପରେ ରାଜଧାନୀ କଲେଜରୁ ଚିହ୍ନଟ ହୋଇଛନ୍ତି ୬ ନକଲି ଦିବ୍ୟାଙ୍ଗ ଛାତ୍ର। କଟକ, ଖୋର୍ଦ୍ଧା ଓ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଦ୍ୱାରା ନକଲି ଛାତ୍ର ଚିହ୍ନଟ ହୋଇଥିବା ଜଣାପଡ଼ିଛି। ସରକାର ଗାଇଡ୍‌ଲାଇନ୍‌ ଅନୁସାରେ ସେମାନଙ୍କ ଆଡ୍‌ମିଶନ ରଦ୍ଦ କରାଯିବ। ମୋଟ୍‌ ୨୭ ଜଣ ଦିବ୍ୟାଙ୍ଗ ଛାତ୍ରୀଛାତ୍ର ଥିବା ବେଳେ ଯାଞ୍ଚ ପାଇଁ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ପଠାଯାଇଥିଲା। ୨୭ ମଧ୍ୟରୁ ୬ଟି ନକଲି ଦିବ୍ୟାଙ୍ଗ ସାର୍ଟିଫିକେଟ ଥିବା ଛାତ୍ର ଚିହ୍ନଟ ହୋଇଛନ୍ତି। ନୟାଗଡ଼ରୁ ୩, ଖୋର୍ଦ୍ଧା ୨, କଟକରୁ ଜଣେ ଛାତ୍ରଙ୍କର ନକଲି ଦିବ୍ୟାଙ୍ଗ ପ୍ରମାଣପତ୍ର ଥିବା ସ୍ପଷ୍ଟ ହୋଇଛି । ଏମାନେ ସମସ୍ତେ ପ୍ରଥମ ବର୍ଷର ଛାତ୍ର। ନକଲି ଛାତ୍ର ଚିହ୍ନଟ ପରେ ରାଜଧାନୀ କଲେଜ ଅଧ୍ୟକ୍ଷ ଖଣ୍ଡଗିରି ଥାନାରେ ଏତଲା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫୦ ଚେକ୍‌ ଡ୍ୟାମ୍‌ ନିର୍ମାଣ ହେବ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଚାଷଜମିକୁ ପର୍ଯ୍ୟାପ୍ତ ଜଳସେଚନ ପାଇଁ ରାଜ୍ୟ ସରକାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ୫୦ଟି ଚେକ୍‌ ଡ୍ୟାମ୍‌ ନିର୍ମାଣ କରିବାକୁ ଯୋଜନା କରିଛନ୍ତି। ନିକଟରେ ମୁଖ୍ୟ...

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏହି ସବୁ ଜିଲାରେ ବର୍ଷିବ!

ଭୁବନେଶ୍ୱର,୪।୭(ବ୍ୟୁରୋ): ଦକ୍ଷିଣ ଝାଡଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହେବା ଫଳରେ ଆଜି ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଓ ଗଙ୍ଗୀୟ ପଶ୍ଚିମବଙ୍ଗ...

ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ସ୍ବତନ୍ତ୍ର କାର୍ଯ୍ୟକ୍ରମ:୮ରେ ମହିଳାଙ୍କ କାର୍‌ ରାଲି

ଭୁବନେଶ୍ୱର, ୧।୩(ବ୍ୟୁରୋ): ସେବା ପ୍ରୟାସ ଫାଉଣ୍ଡେଶନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ରାଜଧାନୀରେ ବିଗତ ଦୁଇବର୍ଷରୁ ଚାଲି ଆସୁଥିବା ମହିଳା କାର୍‌ ରାଲି ଆସନ୍ତା...

ଅକ୍ଷୟ ତୃତୀୟା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହ ଅବସରରେ ମାଟି ମା’କୁ ପୂଜା କରି ଚଷାପୁଅ ଅଖିମୁଠି ଅନୁକୂଳ କରିଥାଏ । ତେବେ ଏହି ଅବସରରେ...

ଘୂର୍ଣ୍ଣିବଳୟ:ବଢ଼ିଲା ବାତ୍ୟା ଆଶଙ୍କା

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୋମବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୦ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ...

ଦେବଗିରି ଜଳକୁଣ୍ଡରୁ ମିଳିଲା ଛାତ୍ରୀଙ୍କ ମୃତଦେହ

ରାୟଗଡ଼ା,୨୬।୩(ସ୍ବ.ପ୍ର.): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ମହକୁମାସ୍ଥିତ ଐତିହାସିକ ଶୈବପୀଠ ଦେବଗିରି ପାହାଡ଼ରୁ ପୋଲିସ ରବିବାର ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତା ଛାତ୍ରୀ...

ଲକ୍ଷେ ଦୀପରେ ଝଲସିବ ବଡ଼ଦାଣ୍ଡ

ଭୁବନେଶ୍ୱର, ୧୫।୧୧ (ବ୍ୟୁରୋ):କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ଗତବର୍ଷ ସିଂହଦ୍ୱାରଠାରୁ ଶରଧାବାଲି ଯାଏ, ନୃସିଂହ ମନ୍ଦିରଠାରୁ ଶ୍ରୀଜଗନ୍ନାଥ ମନ୍ଦିର ବଡ଼ଦାଣ୍ଡରେ ବିଶ୍ୱବାସୀଙ୍କ ମଙ୍ଗଳ କାମନା...

ଏପ୍ରିଲରେ ଜାପାନ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏପ୍ରିଲ ପ୍ରଥମ ସପ୍ତାହରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହ ଜାପାନ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ...

Advertisement
Archives

Model This Week