୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ ଫାର୍ମ ହାଉସ ନିକଟରୁ ଏହି ଅଜଗର ସାପଟିକୁ କିଛି ଲୋକେ ଦେଖିବାକୁ ପାଇଥିଲେ। ପରେ ନିକଟସ୍ଥ ଆରୁହା ଗ୍ରାମର ସାପ ଉଦ୍ଧାରକାରୀ ପ୍ରଭାସ ସାହାଣୀ ଏବଂ ତାଙ୍କର ଦୁଇ ଜଣ ସହଯୋଗୀ ପହଞ୍ଚି ଦୀର୍ଘ ସମୟ ପରିଶ୍ରମ ପରେ ଉଦ୍ଧାର କରିଥିଲେ। ଏହାର ଲମ୍ବ ପାଖାପାଖି ୬ଫୁଟ୍‌ରୁ ଅଧିକ ହୋଇଥିବା ଦେଖିବାକୁ ମିଳିଥିଲା। ଏହାକୁ ଦେଖିବାକୁ ଲୋକଙ୍କ ବେଶ ଭିଡ଼ ଦେଖିବାକୁ ମିଳିଥିଲା ଏବଂ ଅଜଗର ସାପଟିକୁ ଉଦ୍ଧାର କରି ନିକଟସ୍ଥ ଗଡମଧୁପୁର ଜଙ୍ଗଲରେ ଛାଡ଼ି ଦେଇଥିବା ସୂଚନା ମିଳିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷବନ୍ଧୁଙ୍କ ରୁମ୍‌କୁ ଯାଇଥିଲେ ଇଞ୍ଜିନିୟରିଂ ଛାତ୍ରୀ: ୪ ଜଣ ମିଶି କଲେ ଗଣବଳାତ୍କାର, ତା’ପରେ ଯାହା ଘଟିଲା…

ଭୁବନେଶ୍ବର/ ଯାଁଳା,୧୪।୫, (ପ୍ରସନଜିତ୍‌ ସାହୁ/ବୁଲା ବାରିକ):ଭୁବନେଶ୍ୱର ଇନ୍‌ଫୋଭ୍ୟାଲି ଥାନା କାଇମାଟିଆ ଅଞ୍ଚଳରେ ଜଣେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏକ ଘରୋଇ କଲେଜରେ ପଢ଼ୁଥିବା…

ଐତିହାସିକ ନିଷ୍ପତ୍ତି: ପୁରୁଷ ଦଳର କୋଚ୍ ହେଲେ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୫: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ କ୍ରିକେଟ ବୋର୍ଡ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଇଂଲଣ୍ଡର ପୂର୍ବତନ ମହିଳା ଉଇକେଟକିପର ସାରା ଟେଲରଙ୍କୁ ପୁରୁଷ…

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

ଧରିତ୍ରୀ ପ୍ରଭାବ: ପହଞ୍ଚିଲେ ଟେକ୍ନିକାଲ ଟିମ୍, ଆରମ୍ଭ ହେଲା ପାନୀୟଜଳ ପ୍ରକଳ୍ପ ମରାମତି

ଭେଡେନ,୧୩।୫(ହୃଷିକେଶ ଖମାରୀ)-ବରଗଡ଼ ଜିଲା ଭେଡେନ ବ୍ଲକ ଦେଶ ଭଟଲି ପଞ୍ଚାୟତ ଅନ୍ତର୍ଗତ ବିଶିପାଲି ଗ୍ରାମ ରାସ୍ତା ଉପରେ ଠିକାଦାର କଲର୍ଭଟ ନିର୍ମାଣ ଆରମ୍ଭ କରିବା ସମୟରେ ଜେସିବିରେ…

ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର…

ଘୋଡ଼ାହାଡ଼ ପାଣି ପଞ୍ଚାୟତ ନିକଟରେ ଦୁର୍ଘଟଣା: ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା, ୨ ଜଣ…

ଦିଗପହଣ୍ଡି,୧୩|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ବୁଧବାର ରାତି ପ୍ରାୟ ସାଢେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri