୬ ଜୁଆଡ଼ି ଗିରଫ

ଗୁଣପୁର,୨୬ା୧୦(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା ଗୁଣପୁର ପୋଲିସ ସୋମବାର ଏକ ଜୁଆଆଡ୍ଡାରେ ଚଢ଼ାଉ କରି ୬ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୧୬ହଜାର ଟଙ୍କା ସହ ୪ ବାଇକ୍‌ ଏବଂ ୫ ମୋବାଇଲ୍‌ ଜବତ କରାଯାଇଥିବା ଗୁଣପୁର ଥାନାଧିକାରୀ ରଶ୍ମିରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି। ସ୍ଥାନୀୟ ବାଘୁଆ ମନ୍ଦିର ନିକଟରେ ଜୁଆଆଡ୍ଡା ଚାଲିଥିବା ସୂଚନା ପାଇ ପୋଲିସ ଚଢ଼ାଉ କରିଥିଲା। ଏ ନେଇ ୧୮୫/୨୦ ନଂ.ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri