ହୀରାକୁଦ ଜଳଭଣ୍ଡାରର ୬ ଗେଟ୍‌ ଖୋଲିଲା

ସମ୍ବଲପୁର,୧୪।୯(ବ୍ୟୁରୋ): ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ ଗେଟ୍‌। ଉପର ମୁଣ୍ଡରେ ବର୍ଷା ହେଉଥିବା କାରଣରୁ ଡ୍ୟାମ୍‌ର ଜଳପତ୍ତନ ବୃଦ୍ଧି ପାଇଥିଲା। ଏହାକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ମଙ୍ଗଳବାର ସନ୍ଧ୍ୟାରେ ଗେଟ୍‌ ଖୋଲିଛନ୍ତି। ପ୍ରଥମେ ୨ଟି ଗେଟ୍‌ ଖୋଲାଯାଇଥିବା ବେଳେ ପର୍ଯ୍ୟାୟ କ୍ରମେ ୬ ଗେଟ୍‌ ଖୋଲିଛି।

ତେବେ ଗତ ୨୪ ଘଣ୍ଟାରେ ଉପର ମୁଣ୍ଡରେ ୪୬.୪୬ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଡ୍ୟାମ୍‌ର ଜଳପତ୍ତନ ୬୨୬.୮୩ ରହିଛି। ପ୍ରତି ସେକେଣ୍ଡରେ ୨ ଲକ୍ଷ ୧୦ ହଜାର ୩୧୨ ଘନଫୁଟ ଜଳ ଡ୍ୟାମ୍‌କୁ ପ୍ରବେଶ କରୁଛି। ଏବେ ଏକ ଲକ୍ଷ କ୍ୟୁସେକ୍‌ ପାଣି ଛଡ଼ାଯିବ। ଏହାଦ୍ୱାରା ତଳିଆ ଅଞ୍ଚଳରେ ବନ୍ୟା ହେବାର ଆଶଙ୍କା ନ ଥିବା ଡ୍ୟାମ୍‌ କର୍ତ୍ତୃପକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?