ଦିବ୍ୟଶଙ୍କରଙ୍କୁ ବହିଷ୍କାର କରାଯାଉ

ପାଟଣା,୧୨।୧୧(ସ୍ବ. ପ୍ର.): ମମିତା ମେହେର ହତ୍ୟାକାଣ୍ଡ ଘଟଣାକୁ ନେଇ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏ ନେଇ କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥର ନିହ୍ନୁଆଁ ଛକ ଓ ସାହରପଡ଼ା ଦେଇଯାଇଥିବା ୨୨୦ ନଂ.ଜାତୀୟ ରାଜପଥର ସାହାରପଡା ବଜାର ନିକଟରେ ପାଟଣା ଓ ସାହାରପଡା କଂଗ୍ରେସ ପକ୍ଷରୁ ଶାନ୍ତି ପୁର୍ଣ୍ଣ ଭାବରେ ହରତାଳ ପ୍ରଦର୍ଶନ କରାଯାଇଛି। କଂଗ୍ରେସ ନେତା ସୁବଳ ସାହୁଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀ ମାନସ ସାହୁ, ଗୋବର୍ଦ୍ଧନ ସିଂ,ବ୍ରଜବନ୍ଧୁ ନାଏକ, ବାଡ଼ିଆ ସାହୁ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ ଟଙ୍କାର କାମ ପାଇଁ ନେଉଥିଲେ ୧୫ ଶହ

ବ୍ରଜରାଜନଗର,୧୯।୧: ଝାରସୁଗୁଗୁଡ଼ା ଜିଲା ରାଜପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସ୍ବାସ୍ଥ୍ୟକର୍ମୀ ଭରତ ଘାସି ମଙ୍ଗଳବାର ୧୫ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ...

ଜଙ୍ଗଲ ଜମିରେ ଚାଲିଛି ବେଆଇନ ଗଞ୍ଜେଇ ଚାଷ: ଅମଳ ପାଇଁ ଗଞ୍ଜେଇପଦାରେ ଟଣାହେଲାଣି ତମ୍ବୁ

ବଇଣ୍ଡା,୨୬ା୧୨(ପରିକ୍ଷିତ ସାହୁ) – ଅନୁଗୋଳ ଜିଲା କିଶୋରନଗର ବ୍ଲକର ହଣ୍ଡପା ଓ ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଇଲାକାର ଅନେକ ସରକାରୀ ଜଙ୍ଗଲ ଜମିରେ ବେଆଇନ...

ଯୁବତୀଙ୍କ ଅଶ୍ଳିଳ ଫଟୋ ପୋଷ୍ଟ କରି ବନ୍ଧା ହେଲେ ଯୁବକ

ଧର୍ମଶାଳା, ୨୪।୬ (ଡି.ଏନ୍‌.ଏ.)-ସୋସିଆଲ ମିଡିଆରେ ଯୁବତୀଙ୍କ ଅଶ୍ଳୀଳ ଫଟୋ ପୋଷ୍ଟ କରିବା ଅଭିଯୋଗରେ ଧର୍ମଶାଳା ଥାନା ପୋଲିସ ବନ୍ଧଢିହ ପଞ୍ଚାୟତ ଜୟସୁଙ୍ଗୁଡା ଗ୍ରାମର ସମୀର ଜେନା...

ସମ୍ଭାବନା ବିକଶିତ ହେଲେ ମିଳିବ ନିଯୁକ୍ତି ସୁଯୋଗ

ବାଲେଶ୍ୱର ଅଫିସ, ୧୦।୬-କେନ୍ଦ୍ରରେ ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ପ୍ରାଣୀଧନ, ଦୁଗ୍ଧ ଉତ୍ପାଦନ ଏବଂ ମତ୍ସ୍ୟ ସମ୍ପଦ ବିଭାଗ ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନେବା...

ସ୍ବାଭାବିକ ହେଲା ବଜେଟ ଆଲୋଚନା

ଭୁବନେଶ୍ୱର,୨୬।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଦ୍ୱାରା ଆଗତ କରାଯାଇଥିବା ବଜେଟ ଉପରେ ମଙ୍ଗଳବାର ଆଲୋଚନା ହୋଇଛି। ସୋମବାର ବିରୋଧୀ ଦଳଗୁଡ଼ିକର...

କାମ ନ ସରୁଣୁ ଧସୁଛି ପଥରବନ୍ଧ

ଜଳେଶ୍ୱର, ୧୦।୫(ସ୍ବ.ପ୍ର)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ମାକିଡିଆ ପଞ୍ଚାୟତଠାରେ ନିର୍ମାଣାଧୀନ ସୁବର୍ଣ୍ଣରେଖା ନଦୀର ପଥରବନ୍ଧ ଓ ସ୍ପର ନିର୍ମାଣ ନ ସରୁଣୁ ୩ଦିନରେ ୩ଟି...

କରଜ ଟଙ୍କା ଆଦାୟକୁ ନେଇ ଆକ୍ରମଣ, ଜଣେ ଆହତ

ଆର.ଉଦୟଗିରି,୧।୫: ମୋହନା ଥାନା ଅନ୍ତର୍ଗତ ଡିମ୍ବିରିପଙ୍କାଳ ଗ୍ରାମରୁ ମୋହନା ସହରକୁ ଆସିବା ସମୟରେ କେନ୍ଦୁପଦା ଗ୍ରାମରେ କରଜ ଟଙ୍କା ଆଦାୟକୁ ନେଇ ଦୁଇ ବ୍ୟକ୍ତିଙ୍କ ମଧ୍ୟରେ...

ଦାସିଗଁ। ମଣ୍ଡି: କୁଇଣ୍ଟାଲ ପିଛା ୫କି.ଗ୍ରା କଟନି ଅଭିଯୋଗ

ଜୁନାଗଡ଼/ଦାସିଗଁ।,୧।୬(ଡି.ଏନ୍‌.ଏ.) କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଦାସିଗଁ। ମଣ୍ଡି ନାନା ଅବ୍ୟବସ୍ଥା ମଧ୍ୟଦେଇ ଚାଲିଛି। ମଣ୍ଡିରେ ନିଯୁକ୍ତ ସ୍ଥାନୀୟ ମିଲର୍ସ ଏବଂ ଏଜେଣ୍ଟମାନେ ମନଇଚ୍ଛା କାମ...

Advertisement
Archives

Model This Week