ଭାଙ୍ଗିଦେଲେ ୬ ଘର

ଚମ୍ପୁଆ,୧୭ା୧(ଡି.ଏନ.ଏ): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ୍‌ରେ ହାତୀ ଉପଦ୍ରବ ନିୟମିତ ଭାବେ ଲାଗି ରହିଛି। କେତେବେଳେ ଗୋଟିକିଆ ହାତୀ ତାଣ୍ଡବ କରୁଛି ତ କେତେବେଳେ ହାତୀ ଗୋଠ ଉପଦ୍ରବ କରି ଘର ଓ ଫସଲ ନଷ୍ଟ କରିଚାଲିଛନ୍ତି।  ରବିବାର ରାତିରେ ଦୁଇ ହାତୀ ପତଳା ଅଞ୍ଚଳରେ କଞ୍ଚନୀ କାଳନ୍ଦୀ ଓ ମକୁରୁ ପାତ୍ରଙ୍କ ଘର ଭାଙ୍ଗି ଥିବା ବେଳେ ଗମ୍ଭାରିଆ ଅଞ୍ଚଳର ୪ବଖରା ଘର ଭାଙ୍ଗିବା ସହ ଧାନ ଚାଉଳ ଖାଇଦେଇଛନ୍ତି। ବନବିଭାଗ ପକ୍ଷରୁ ହାତୀ ଉପରେ ନଜର ରଖି ଲୋକଙ୍କୁ ସୁରକ୍ଷା ଦେବା ପାଇଁ ନେଇ ଗଜ ସାଥୀମାନଙ୍କୁ ନିୟୋଜିତ କରାଯାଇଛି। ଏପରିକି ହାତୀ ପଲଙ୍କୁ ଜନବସତି ଠାରୁ ଦୂରେଇ ଜଙ୍ଗଲ ମଧ୍ୟକୁ ପଠାଇବା ପାଇଁ ହାତୀସ୍କ୍ବାଡ ଗଠନ କରାଯାଇଛି। ମାତ୍ର ହାତୀ ଉପଦ୍ରବ କମିବା ବଦଳରେ ବଢିବାରେ ଲାଗିଛି। ଦିନ ବେଳା ହାତୀ ଜଙ୍ଗଲ ମଧ୍ୟରେ ରହୁଥିବା ବେଳେ ରାତିହେଲେ ଗାଁ ଭିତରକୁ ପଶି କ୍ଷୟକ୍ଷତି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri