ସାମୁଦ୍ରିକ ଝଡ଼ ଏମ୍ପିଲ୍‌ର ପ୍ରଭାବ, ୬ ଶହରୁ ଅଧିକ ବିମାନ ଉଡ଼ାଣ ବାତିଲ୍‌

ନୂଆଦିଲ୍ଲୀ, ୧୬।୦୮: ସାମୁଦ୍ରିକ ଝଡ଼ ଏମ୍ପିଲ୍‌ ପ୍ରଭାବ ଜାପାନ ଉପରେ ପଡ଼ିଛି । ଜାପାନର ମୁଖ୍ୟ ଦ଼୍ବିପ ଆଡ଼କୁ ଏହି ବତ୍ୟା ମାଡ଼ିଚାଲିଛି । ଫଳରେ ଜାପାନରେ ଗମାନା ଗମନ ପ୍ରଭାବିତ ହୋଇଛି । ପାଣିପାଗ ଖରାପ କାରଣରୁ ବିମାନ ଯାତ୍ରା ମଧ୍ୟ ପ୍ରଭାବିତ ହୋଇଛି । ସରକାରଙ୍କ ପକ୍ଷରୁ ବାତ୍ୟା ପରେ ଭୂସ୍ଖଳନ ନେଇ ଚେତାବନୀ ଜାରି କରାଯାଇଛି । ପାଣିପାଗ ବିଭାଗ ଲୋକଙ୍କୁ ଘରୁ ବାହାରକୁ ନବହାରିବା ଏବଂ ବିପଦପ୍ରତି ସଚେତନ ରହିବାକୁ ପରାମର୍ଶ ଦେଇଛି ।

ଝଡ଼ ଯୋଗୁଁ ଜାପାନରେ ଶହ ଶହ ବିମାନ ଉଡ଼ାଣ ବାତିଲ୍‌ କରାଯାଇଛି । ପ୍ରାୟ ୧୦ ହଜାର ଘରକୁ ଖାଲି କରିବା ସହ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ପରାମର୍ଶ ଦିଆଯାଇଛି। ଏହି ବାତ୍ୟା ଏମ୍ପିଲ ଭୀଷଣରୁ ଅତିଭୀଷଣ ବାତ୍ୟାର ରୂପ ନେଇପାରେ । ଜାପାନର ରାଜଧଆନୀ ଟୋକିଓ ପାଖାପାଖି ପହଞ୍ଚିଛି। ବାତ୍ୟା ଫଳରେ ଘଣ୍ଟା ପ୍ରତି ୨୧୬ କିଲୋମିଟର ବେଗରେ ପବନ ବହିବାରେ ଲାଗିଛି। ଅନେକ ସ୍ଥାନରେ ବିଦ୍ୟୁତ୍‌ ସରବରାହ ବଚ୍ଛିନ୍ନ ହୋଇପଡ଼ିଛି । ପ୍ରାୟ ତେବେ ୬ଶହରୁ ଉଦ୍ଧର୍‌଼ବ ଘରୋଇ ଏବଂ ଆନ୍ତର୍ଜାତୀୟ ବିମାନ ଉଡ଼ାଣ ବାତିଲ ହେବାପରେ ୧,୨୦,୦୦୦ ଯାତ୍ରୀ ପ୍ରଭାବିତ ହୋଇଛନ୍ତି । ହାଇସ୍ପିଡ୍‌ ଟ୍ରେନ୍‌ ଚଳାଚଳ ପ୍ରଭାବିତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri