Posted inଜାତୀୟ

୬ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଅପହରଣ କଲେ ପାକିସ୍ତାନୀ ତଟରକ୍ଷୀ…

ଗାନ୍ଧୀନଗର,୭।୧୧: ଜମ୍ମୁ-କଶ୍ମୀରର ଏଲ୍‌ଓସି ପରେ ଏବେ ପାକିସ୍ତାନ ଉପକୂଳବର୍ତ୍ତୀ ଅଞ୍ଚଳରେ ଭାରତ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଷଡ଼ଯନ୍ତ୍ର ରଚିଛି। ରବିବାର ପାକିସ୍ତାନୀ ତଟରକ୍ଷୀ କର୍ମଚାରୀ ଭାରତୀୟ ବୋଟ ସହିତ ୬ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଅପହରଣ କରି ନେଇଛନ୍ତି। ମତ୍ସ୍ୟଜୀବୀମାନେ ସୂଚନା ଦେଇଛନ୍ତି ଯେ ପାକିସ୍ତାନ ପକ୍ଷରୁ ଗୁଳି ବିନିମୟ ହୋଇଥିଲା। ଯେଉଁଥିରେ ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ଆଇଏମବିଏଲ ନିକଟରେ ଏହି ଘଟଣା ଘଟିଛି।

ପାକିସ୍ତାନୀ ତଟରକ୍ଷୀ କମାଣ୍ଡୋମାନେ ଅପହରଣ କରି ନେଇଛନ୍ତି। ଭାରତୀୟ ନୌସେନା ଏବଂ ତଟ ରକ୍ଷୀ ବାହିନୀ ସମେତ ସୁରକ୍ଷା ଏଜେନ୍ସି ଦ୍ୱାରା ଏହି ଘଟଣାର ତଦନ୍ତ କରାଯାଉଛି। ଅପହରଣ ହୋଇଥିବା ମତ୍ସ୍ୟଜୀବୀଙ୍କୁ କେଉଁଠିକୁ ନିଆଯାଇଛି ତାହା ଏପର୍ଯ୍ୟନ୍ତ ଜଣା ପଡିନାହିଁ।

ପାକିସ୍ତାନ ତଟରକ୍ଷୀ କର୍ମଚାରୀଙ୍କ ଗୁଳିରେ ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟିଥିବାବେଳେ ଏହି ଗୁଳିରେ ବହୁ ଆହତ ହୋଇଥିବା କୁହାଯାଉଛି। ଟିଭି ରିପୋର୍ଟ ଅନୁଯାୟୀ ଆହତମାନଙ୍କୁ ଚିକିତ୍ସା ପାଇଁ ଦ୍ୱାରକା ଡାକ୍ତରଖାନାକୁ ପଠାଯାଇଛି। ପୂର୍ବରୁ ସୀମାନ୍ତ ଅଞ୍ଚଳରେ ପାକିସ୍ତାନ ଏଭଳି କାର୍ଯ୍ୟ ଜାରି ରଖିଥିବାବେଳେ ଏବେ ସାମୁଦ୍ରିକ ସୀମା ମୁହାଁ ହୋଇଛି। ଗତ ବର୍ଷ ଏପ୍ରିଲରେ ଗୁଜୁରାଟର ସାମୁଦ୍ରିକ ସୀମା ନିକଟରେ ପାକିସ୍ତାନୀ ତଟରକ୍ଷୀ ଦୁଇଟି ଭାରତୀୟ ଡଙ୍ଗା ଉପରକୁ ଗୁଳି ଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri