ଆଜି ଭୁବନେଶ୍ୱରରୁ ୬ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri