Posted inଜାତୀୟ

ବିହାରରେ ପଶିଲେ ୬ ଜୈଶ୍‌ ଆତଙ୍କବାଦୀ: ହାଇ ଆଲର୍ଟ ଜାରି

ପାଟନା, ୨୯।୬: ନେପାଳ ରାସ୍ତା ଦେଇ ବିହାରରେ ୬ ଜଣ ଆତଙ୍କବାଦୀ ଅନୁପ୍ରବେଶ କରିଛନ୍ତି। ଏନେଇ ସ୍ପେଶାଲ ବ୍ରାଞ୍ଚ୍‌ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ମୁଜାଫରପୁର ସହିତ ଉତ୍ତର ବିହାରରେ ହାଇ ଆଲର୍ଟ ଜାରି କରାଯାଇଛି। ଆତଙ୍କବାଦୀମାନେ ଜୈଶ୍‌-ଇ-ମହମ୍ମଦ ସଂଗଠନର ବୋଲି କୁହାଯାଉଛି। ଆତଙ୍କବାଦୀମାନେ ପାକିସ୍ତାନ ସୈନ୍ୟ ବାହିନୀ ଦ୍ୱାରା ତାଲିମ ନେଇ ଥିବା କୁହାଯାଉଛି। ଆତଙ୍କବାଦୀମାନେ କେତେକ ରାଜନୈତିକ ନେତା ଏବଂ ପ୍ରମୁଖ ସ୍ଥଳ ଉପରେ ଆକ୍ରମଣ କରିବାକୁ ଷଡ଼ଯନ୍ତ୍ର ରଚିଥିବା ସ୍ପେଶାଲ ବ୍ରାଞ୍ଚ୍‌ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏହାପୂର୍ବରୁ ଦିଲ୍ଲୀରେ ଜୈଶ୍‌-ଇ-ମହମ୍ମଦ ଏବଂ ଲଶ୍କର-ଇ-ତୋଏବାର ୪ ଜଣ ଆତଙ୍କବାଦୀ ପ୍ରବେଶ କରିଥିବା ସୂଚନା ମିଳିଥିଲା। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ରାଜ୍ୟ ସୀମାରେ ବ୍ୟାପକ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାମାୟଣ ଅନ୍‌ଲାଇନ କୁଇଜ୍‌ରେ ୨ ମୁସଲମାନ୍‌ ଛାତ୍ରଙ୍କ ସଫଳତା…

ଥିରୁଭାନନ୍ତପୁରମ୍‌, ୭।୮ : କେରଳର ମାଲାପୁରାମର ଦୁଇଜଣ ମୁସଲମାନ ଛାତ୍ର ବାସିତ ଏବଂ ଜବୀର ଏକ ଅନଲାଇନ ରାମାୟଣ କୁଇଜ ପ୍ରତିଯୋଗିତାରେ ସଫଳତା ହାସଲ କରିଛନ୍ତି।...

ହାଇକୋର୍ଟରୁ ସିସୋଡିଆଙ୍କୁ ସାମାନ୍ୟ ଆଶ୍ୱସ୍ତି

ନୂଆଦିଲ୍ଲୀ,୨।୬: ଦିଲ୍ଲୀ ଅବକାରୀ ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ହାଇକୋର୍ଟ ଆମ ଆଦମୀ ପାର୍ଟି(ଏଏପି) ନେତା ତଥା ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନିଷ...

ରାଷ୍ଟ୍ରପତିଙ୍କ ଝିଅ ନାଁରେ ଜାଲ୍‌ ଟୁଇଟର ଆକାଉଣ୍ଟ ଖୋଲି ଇଞ୍ଜିନିୟର ଗିରଫ

ନୂଆଦିଲ୍ଲୀ,୨୬।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଝିଅ ଇତିଶ୍ରୀଙ୍କ ନାମରେ ଫେକ୍‌ ଟୁଇଟର ଆକାଉଣ୍ଟ ଖୋଲିଥିବା ଗ୍ରେଟର ନୋଏଡ଼ାର ଜଣେ ୪୨ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟରଙ୍କୁ ଗୁରୁବାର...

ଗୌହାଟୀ ଭୂସ୍ଖଳନ: ଗଲା ୪ ଜୀବନ

ଗୌହାଟୀ,୧୪।୬: ଭୂସ୍ଖଳନ ଯୋଗୁ ୪ ଜଣଙ୍କ ମୃତ୍ୟୁ ହୋଇଛି। ଏଭଳି ଏକ ଘଟଣା ଘଟିଛି ଆସାମ ଗୌହାଟୀର ବୋରାଗାଓଁ ନିକଟ ନିଜାରପାର ଅଞ୍ଚଳରେ। ସୋମବାର ରାତିାର...

ଇଣ୍ଡିଗୋ ବିମାନର ଏୟାର ହୋଷ୍ଟେସଙ୍କୁ ଦୁର୍ବବ୍ୟହାର

ନୂଆଦିଲ୍ଲୀ,୯ ।୧: ଏୟାର ଇଣ୍ଡିଆର ବିମାନରେ ଜଣେ ବରିଷ୍ଠ ମହିଳାଙ୍କୁ ଦୁର୍ବବ୍ୟହାର ପରେ ଏବେ ଜଣେ ଏୟାରହୋଷ୍ଟେସଙ୍କୁ ଦୁର୍ବବ୍ୟହାର ମାମଲା ସାମ୍ନାକୁ ଆସିଛି । ଇଣ୍ଡିଗୋ...

ମହାରାଷ୍ଟ୍ରରେ ଛିଣ୍ଡିଲା ଆସନ ଭାଗବଣ୍ଟା :ଭାଜପା ୧୪୪, ଶିବସେନା ୧୨୬

ନୂଆଦିଲ୍ଲୀ,୨୭।୯:ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ଓ ଶିବସେନା ଏକାଠି ମିଶି ନିର୍ବାଚନ ଲଢୁଥିବାବେଳେ ଗୁରୁବାର ଏମାନଙ୍କ ମଧ୍ୟରେ ଆସନ ଭାଗବଣ୍ଟା ଛିଡ଼ିଛି। ମୋଟ ୨୮୮ ଆସନ...

ଚୂଡ଼ାନ୍ତ ବର୍ଷ ପରୀକ୍ଷା ବାତିଲ ମାମଲାର ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୧୯ା୮: ଦେଶବ୍ୟାପୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଆସନ୍ତା ସେପ୍ଟେମ୍ବର ୩୦ସୁଦ୍ଧା ଚୂଡ଼ାନ୍ତ ବର୍ଷର ପରୀକ୍ଷା କରିବା ପାଇଁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି)ର ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସର୍ବୋଚ୍ଚ ଅଦାଲତରେ...

ରାଜସ୍ଥାନର ହିଂସାକାଣ୍ଡ: ବଢିଲା କର୍ଫ୍ୟୁ ଅବଧି

ଜୟପୁର,୧୪।୪: ରାଜସ୍ଥାନର ହିଂସାକାଣ୍ଡ ଯୋଗୁ କରୌଲିରେ ଲାଗୁ କରାଯାଇଥିବା କର୍ଫ୍ୟୁର ଅବଧିକୁ ବୃଦ୍ଧି କରାଯାଇଛି। ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି ଏପ୍ରିଲ ୧୭ ପର୍ଯ୍ୟନ୍ତ କର୍ଫ୍ୟୁ ବୃଦ୍ଧି...

Advertisement
Archives

Model This Week