Posted inରାଜ୍ୟ

୬ ଲକ୍ଷ ଯୋଗ୍ୟ ହିତାଧିକାରୀ ପାଇବେ ରାଶନ କାର୍ଡ

ଭୁବନେଶ୍ୱର,୨୭ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ପ୍ରାୟ ଲକ୍ଷେ ଲୋକଙ୍କ ରାଶନ କାର୍ଡ କଟିଛି। ଏହାବାଦ୍‌ ଅନ୍ୟ ୫ ଲକ୍ଷ ମୃତ ହିତାଧିକାରୀଙ୍କୁ ମିଶାଇ ମୋଟ ୬ ଲକ୍ଷ କାର୍ଡ କାଟି ଦିଆଯାଇଛି। ଏହି ୬ ଲକ୍ଷ କାର୍ଡ ଗରିବ ଲୋକଙ୍କୁ ଦିଆଯିବ ବୋଲି ଶନିବାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ଇ-କଓ୍ବୋଇସି ବ୍ୟବସ୍ଥାରେ ବହୁ ହିତାଧିକାରୀ ତାଲିକାରୁ କଟିଯାଇଥିବା ନେଇ ଚାରିଆଡୁ ଅଭିଯୋଗ ଆସିବାରେ ଲାଗିଥିବାବେଳେ ମନ୍ତ୍ରୀ କହିଛନ୍ତି, ଯେଉଁଠି ଅଭିଯୋଗ ରହିଛି ସେ ବିଷୟରେ ତାଙ୍କୁ ଜଣାନ୍ତୁ। ସରକାରଙ୍କ ପାଖରେ ପର୍ଯ୍ୟାପ୍ତ କାର୍ଡ ରହିଛି, ସେସବୁ ନୂଆ ଲୋକଙ୍କୁ ଦିଆଯିବ। ଯୋଗ୍ୟ ହିତାଧିକାରୀଙ୍କ କାର୍ଡ ଭୁଲ୍‌ରେ କଟିଯାଇଥିଲେ ସେମାନେ ଆଉଥରେ ଆବେଦନ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri