Posted inରାଜ୍ୟ

୬ ଲକ୍ଷ ଯୋଗ୍ୟ ହିତାଧିକାରୀ ପାଇବେ ରାଶନ କାର୍ଡ

ଭୁବନେଶ୍ୱର,୨୭ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ପ୍ରାୟ ଲକ୍ଷେ ଲୋକଙ୍କ ରାଶନ କାର୍ଡ କଟିଛି। ଏହାବାଦ୍‌ ଅନ୍ୟ ୫ ଲକ୍ଷ ମୃତ ହିତାଧିକାରୀଙ୍କୁ ମିଶାଇ ମୋଟ ୬ ଲକ୍ଷ କାର୍ଡ କାଟି ଦିଆଯାଇଛି। ଏହି ୬ ଲକ୍ଷ କାର୍ଡ ଗରିବ ଲୋକଙ୍କୁ ଦିଆଯିବ ବୋଲି ଶନିବାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ଇ-କଓ୍ବୋଇସି ବ୍ୟବସ୍ଥାରେ ବହୁ ହିତାଧିକାରୀ ତାଲିକାରୁ କଟିଯାଇଥିବା ନେଇ ଚାରିଆଡୁ ଅଭିଯୋଗ ଆସିବାରେ ଲାଗିଥିବାବେଳେ ମନ୍ତ୍ରୀ କହିଛନ୍ତି, ଯେଉଁଠି ଅଭିଯୋଗ ରହିଛି ସେ ବିଷୟରେ ତାଙ୍କୁ ଜଣାନ୍ତୁ। ସରକାରଙ୍କ ପାଖରେ ପର୍ଯ୍ୟାପ୍ତ କାର୍ଡ ରହିଛି, ସେସବୁ ନୂଆ ଲୋକଙ୍କୁ ଦିଆଯିବ। ଯୋଗ୍ୟ ହିତାଧିକାରୀଙ୍କ କାର୍ଡ ଭୁଲ୍‌ରେ କଟିଯାଇଥିଲେ ସେମାନେ ଆଉଥରେ ଆବେଦନ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

ମମତା ପଶ୍ଚିମବଙ୍ଗରେ ପ୍ରଦାନ କରିଥିଲେ ୧.୬୯ କୋଟି SC-ST-OBC ପ୍ରମାଣପତ୍ର, କଡ଼ା ଯାଞ୍ଚ ନିର୍ଦ୍ଦେଶ ଦେଲେ ଶୁଭେନ୍ଦୁ ସରକାର

କୋଲକାତା,୧୬ା୫: ୨୦୧୧ରୁ ଜାରି ହୋଇଥିବା ସମସ୍ତ ୧.୬୯ କୋଟି SC-ST-OBC ବର୍ଗ ପ୍ରମାଣପତ୍ରକୁ ପୁନଃ ଯାଞ୍ଚ କରିବାକୁ ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ଜିଲା ମାଜିଷ୍ଟ୍ରେଟ୍‌ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri