Posted inଖେଳ

ଦ୍ୱିତୀୟ ଦିବସରେ ଓଡ଼ିଶାକୁ ୬ ପଦକ

ଭୁବନେଶ୍ୱର, ୧୨।୬ (ତପନ ସ୍ବାଇଁ): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମର ଆକ୍ୱାଟିକ୍‌ ସେଣ୍ଟରେ ଚାଲିଥିବା ୨ୟ ନ୍ୟାଶନାଲ ସୁଇମିଂ ର଼୍ୟାଙ୍କିଙ୍ଗ୍‌ ଚାମ୍ପିୟନଶିପ୍‌ର ଦ୍ୱିତୀୟ ଦିବସରେ ଓଡ଼ିଶା ପ୍ରତିଯୋଗୀମାନେ ୬ଟି ପଦକ ହାସଲ କରିଛନ୍ତି। ଏହା ମଧ୍ୟରେ ୨ ସ୍ବର୍ଣ୍ଣ, ୧ ରୌପ୍ୟ ଓ ୩ ବ୍ରୋଞ୍ଜ ସାମିଲ। ୧୦୦ ମିଟର ବ୍ରେଷ୍ଟ ଷ୍ଟ୍ରୋକ୍‌ରେ ମନ୍ନତା ମିଶ୍ର ୧:୧୪.୦୫ ସେକେଣ୍ଡ ସମୟ ନେଇ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେହିପରି ୧୦୦ ମିଟର ବଟରଫ୍ଲାଏରେ ସୃଷ୍ଟି ଉପାଧ୍ୟାୟ ୧:୦୩.୦୪ ସେକେଣ୍ଡ ସହିତ ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ଦିବ୍ୟଙ୍କା ପ୍ରଧାନ ୧୦୦ ମିଟର ବ୍ରେଷ୍ଟ ଷ୍ଟ୍ରୋକ୍‌ରେ ୧:୧୬.୦୧ ସେକେଣ୍ଡ ସହିତ ରୌପ୍ୟ ଓ ୧୦୦ ମିଟର ବଟରଫ୍ଲାଏରେ ୧:୦୭.୦୦ ସେକେଣ୍ଡ ସହ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ୧୦୦ ମିଟର ଫ୍ରିଷ୍ଟାଇଲରେ ସୋନିଆ ପଟେଲ (୧:୦୧.୦୭) ଓ ୧୫୦୦ ମିଟର ଫ୍ରିଷ୍ଟାଇଲରେ ଅଭିନବ ସିଂ ବ୍ରୋଞ୍ଜ ପଦକ ଜିତିଛନ୍ତି। ଏହାକୁ ମିଶାଇ ପ୍ରତିଯୋଗିତାରେ ଓଡ଼ିଶା ପଦକ ସଂଖ୍ୟା ୧୧ରେ ପହଞ୍ଚତ୍ଛି। ପ୍ରଥମ ଦିବସରେ ଓଡ଼ିଶାକୁ ୫ ପଦକ ମିଳିଥିଲା।
୧୮ ବର୍ଷରୁ ଊର୍ଦ୍ଧ୍ୱ ମହିଳା ୨୦୦ ମିଟର ବଟରଫ୍ଲାଏରେ ସୃଷ୍ଟି ଉପାଧ୍ୟାୟ ସ୍ବର୍ଣ୍ଣ, ୧୮ ବର୍ଷରୁ କମ୍‌ ବାଳିକା ୨୦୦ ମିଟର ବଟରଫ୍ଲାଏରେ ଦିବ୍ୟଙ୍କା ଦିବ୍ୟଜ୍ୟୋତି ପ୍ରଧାନ ରୌପ୍ୟ, ୫୦ ମିଟର ବାଳିକା ବ୍ରେଷ୍ଟ ଷ୍ଟ୍ରୋକ୍‌ରେ ମନ୍ନତା ମିଶ୍ର ରୌପ୍ୟ ଓ ଦିବ୍ୟଙ୍କା ଦିବ୍ୟଜ୍ୟୋତି ପ୍ରଧାନ ବ୍ରୋଞ୍ଜ ଏବଂ ୧୮ ବର୍ଷରୁ ଊର୍ଦ୍ଧ୍ୱ ମହିଳା ୨୦୦ ମିଟର ଫ୍ରି ଷ୍ଟାଇଲରେ ପ୍ରତ୍ୟାଶା ରାୟ ରୌପ୍ୟ ପଦକ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri