ରାଜ୍ୟ ବାହାରକୁ ଚାଲାଣ ହେଉଥିବା ୪ ନାବାଳକ, ୨ ନାବାଳିକା ଉଦ୍ଧାର

ବ୍ରହ୍ମପୁର ଅଫିସ,୨୨।୮: କାମ ଯୋଗାଇଦେବାକୁ କହି ବାହାର ରାଜ୍ୟକୁ ଚାଲାଣ କରାଯାଉଥିବା ୪ ନାବାଳକ ଏବଂ ୨ନାବାଳିକାଙ୍କୁ ସୋମବାର ବ୍ରହ୍ମପୁର ରେଳ ଷ୍ଟେଶନର ୪ ନମ୍ବର ପ୍ଲାଟଫର୍ମରୁ ଉଦ୍ଧାର କରିଛି ଚାଇଲ୍ଡ ଲାଇନ। ରେଳ ଷ୍ଟେଶନ ସ୍ଥିତ ଶିଶୁ ସହାୟତା କେନ୍ଦ୍ର କର୍ମଚାରୀ ଓ ରେଳ ସୁରକ୍ଷାକର୍ମୀଙ୍କ ମିଳିତ ସହଯୋଗରେ ତାଙ୍କୁ ଉଦ୍ଧାର କରାଯାଇଥିଲା। ଉଦ୍ଧାର ନାବାଳକ, ନାବାଳିକା ଆନ୍ଧ୍ରପ୍ରଦେଶ ଓ ସୁରଟ ଯାଉଥିବା ଚାଇଲ୍ଡ ଲାଇନ ପକ୍ଷରୁ କୁହାଯାଇଛି। ଉଦ୍ଧାର ହୋଇଥିବା ସମସ୍ତେ ଗଞ୍ଜାମ ଜିଲାର ହୋଇଥିବା ଜଣାପଡିଛି। ସମସ୍ତ ଉଦ୍ଧାର ନାବାଳକ ଓ ନାବାଳିକାଙ୍କୁ ଜିଲା ଶିଶୁ ମଙ୍ଗଳ କମିଟିରେ ସୋମବାର ହାଜର କରାଯାଇଛି। ପରେ ସେମାନଙ୍କୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଗତ ୮ମାସ ମଧ୍ୟରେ ବର୍ତ୍ତମାନ ସୁଦ୍ଧା ବାହାର ରାଜ୍ୟକୁ ଚାଲାଣ ହେଉଥିବା ୨୩୫ ଜଣଙ୍କୁ ବ୍ରହ୍ମପୁର ରେଳଷ୍ଟେସନରୁ ଉଦ୍ଧାର କରାଯାଇଛି ବୋଲି ଚାଇଲ୍ଡ ଲାଇନ ହେଲପ୍‌ ଡେସ୍କର ସଂଯୋଜକ କଲ୍ୟାଣ କୁମାର ସିଂ ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପୋତାଗଡ଼ ଗଡଖାଇରୁ ଆହତ ହରିଣ ଉଦ୍ଧାର, ବନ ବିଭାଗକୁ ହସ୍ତାନ୍ତର କଲେ ସ୍ଥାନୀୟ ଯୁବକ

ଗଞ୍ଜାମ,୨୩।୫(ଅନାଥ ତରାଇ ): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ନିକଟରୁ ଏକ ଅସହାୟ ହରିଣକୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପୋତାଗଡ଼…

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri