Posted inଜାତୀୟ

କୋଲକାତାରେ ୬ ମାସର ଶିଶୁ HMPV ଆକ୍ରାନ୍ତ

ନୂଆଦିଲ୍ଲୀ,୬।୧: ଚିନ୍ତା ବଢାଇଲାଣି HMPV ମାମଲା। କର୍ନାଟକରୁ ୨ ଏବଂ ଅହମ୍ମଦାବାଦରୁ ଗୋଟିଏ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏବେ ଆଉ ଗୋଟେ ମାମଲା ସାମ୍ନାକୁ ଆସିଛି। କୋଲକାତାରେ ୬ ମାସର ଶିଶୁ ଶରୀରରେ HMPV ଚିହ୍ନଟ ହୋଇଛି। ଗତ ନଭେମ୍ବରରେ ଚିହ୍ନଟ ପରେ ହସ୍ପିଟାଲରେ ସୁସ୍ଥ ଥିବା ସୂଚନା ମିଳିଛି। ଏହାକୁ ମିଶାଇ HMPV ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି।

କର୍ନାଟକରେ ୨ HMPV ସଂକ୍ରମିତ ଚିହ୍ନଟ ପରେ କର୍ନାଟକ ସରକାର ଏକ ଆଡଭାଇଜରୀ ଜାରି କରିଛନ୍ତି। ଗହଳି ସ୍ଥାନରେ ମାସ୍କ ପିନ୍ଧିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ମାସ୍କ ପିନ୍ଧିଲେ ସଂକ୍ରମଣ କମିବ ବୋଲି ସ୍ବାସ୍ଥ୍ୟ ବିଭାଗ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମାଡ଼ିଆସିଲା କାଳବୈଶାଖୀ, ବଜ୍ରପାତରେ ଚାଲିଗଲା ୨ ଜୀବନ

ଲକ୍ଷ୍ମୀପୁର,୧୮ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅଞ୍ଚଳରେ ରବିବାର ଅପରାହ୍ନରେ ବଜ୍ରପାତ ଘଟି ୨ ଜଣଙ୍କ ଜୀବନ ଯାଇଛି। ଓଡ଼ିଆ ପେଣ୍ଟ ପଞ୍ଚାୟତର ତଳକାଇପଦର…

ଆହୁରି ମହଙ୍ଗା ହେବ ପେଟ୍ରୋଲ-ଡିଜେଲ? ରୁଷିଆ ତେଲ କିଣି ପାରିବନି ଭାରତ!

ନୂଆଦିଲ୍ଲୀ,୧୮।୫: ହର୍ମୁଜ ପ୍ରଣାଳୀରେ ଅବରୋଧ ଯୋଗୁ, ବିଶ୍ୱ ତୈଳ ସଙ୍କଟ ଗଭୀର ହେଉଛି, ତଥାପି ଏହାର ସମାଧାନର କୌଣସି ଦୃଶ୍ୟ ଦେଖାଯାଉ ନାହିଁ। ପ୍ରାରମ୍ଭରେ, କିନ୍ତୁ, ଆମେରିକା…

ସକାଳୁ ସକାଳୁ ବ୍ଲକ ଉପାଧ୍ୟକ୍ଷଙ୍କ ଘରେ ଚଢ଼ାଉ, ସ୍ପେଶାଲ ସ୍କ୍ବାଡ୍‌ ନିଯୁକ୍ତ ହୋଇ…

କେନ୍ଦୁଝର/ହାଟଡିହୀ/ଛେନାପଦୀ/ବଞ୍ଚୋ ,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା/ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଏକାଧିକ ଟିମ୍‌ ଗଠନ କରି ଆନନ୍ଦପୁର…

ନ୍ୟାୟ ନ ପାଇ ଆତ୍ମହତ୍ୟା କଲେ ଗଣବଳାତ୍କାର ପୀତିତା ୨ ଭଉଣୀ

ଯୋଧପୁର,୧୮ା୫: ରାଜସ୍ଥାନର ଯୋଧପୁର ଅନ୍ତର୍ଗତ ଗ୍ରାମାଞ୍ଚଳରେ ବହୁବର୍ଷ ଧରି ଗଣବଳାତ୍କାର ଓ ବ୍ଲାକ୍‌ମେଲ୍‌ର ସମ୍ମୁଖୀନ ହୋଇଆସୁଥିବା ୨ ଭଉଣୀ ବାରମ୍ବାର ଥାନାର ଦ୍ୱାରସ୍ଥ ହେବା ସତ୍ତ୍ୱେ ନ୍ୟାୟ…

ଏଇ ଭାରତରେ

ପୋଲିସ ଚାକିରି କରି ସମାଜ ସେବାରେ ସମୟ ଦେଉଛନ୍ତି ପି. କାର୍ତ୍ତିକ। ତାମିଲନାଡୁର ଛେଙ୍ଗଲାପେଟ ଟାଉନ ଥାନାର କନ୍‌ଷ୍ଟେବଲ ଭାବେ ଦାୟିତ୍ୱ ନିର୍ବାହ କରିବା ସହ ସେ…

ମୋଦିଙ୍କୁ ସୁଇଡେନ୍‌ର ସର୍ବୋଚ୍ଚ ସମ୍ମାନ

ଗୋଥେନ୍‌ବର୍ଗ,୧୮ା୫ (ପି.ଟି.):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୁଇଡେନ୍‌ ରବିବାର ଏହାର ସର୍ବୋଚ୍ଚ ସମ୍ମାନ ‘ରୟାଲ ଅର୍ଡର ଅଫ୍‌ ପୋଲାର ଷ୍ଟାର୍‌, ଡିଗ୍ରୀ କମାଣ୍ଡର ଗ୍ରାଣ୍ଡ କ୍ରସ୍‌’ରେ ସମ୍ମାନିତ…

ଯୁଦ୍ଧ ଓ ପରିବେଶ

ବର୍ତ୍ତମାନ ପୃଥିବୀରେ ଏକ ପକ୍ଷରେ ଯୁକ୍ତରାଷ୍ଟ୍ର ଆମେରିକା ଓ ଇସ୍ରାଏଲ ଏବଂ ଅନ୍ୟପକ୍ଷରେ ଇରାନ ଯୁଦ୍ଧରେ ବ୍ୟସ୍ତ। ଅନେକ କୋଠା ଧ୍ୱଂସ ପାଉଛି ଏବଂ ଅନେକ ଲୋକ…

ରୁଷିଆରେ ୟୁକ୍ରେନ୍‌ର ଆକ୍ରମଣ: ଭାରତୀୟଙ୍କ ସମେତ ୪ ମୃତ

ମସ୍କୋ,୧୮ା୫:ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri