Posted inଜାତୀୟ

ଦ୍ୱିତୀୟ କାର୍ଯ୍ୟକାଳର ୬ମାସ ପୂରଣ କଲେ ଯୋଗୀ ସରକାର, ଅଧା ଜନସଂଖ୍ୟାର ‘ଡ୍ରିମ ଡେଷ୍ଟିନେଶନ’ ହୋଇଛି ୟୁପି: ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୨୫ ।୯: ଉତ୍ତର ପ୍ରଦେଶରେ ଭାରତୀୟ ଜନତା ପାର୍ଟି(ଭାଜପା) ଅନୁଗାମୀ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳକୁ ରବିବାର ୬ ମାସ ପୂରଣ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଟୁଇଟ କରି ରାଜ୍ୟବାସୀଙ୍କୁ ଶୁଭକାମନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟରେ ଲେଖିଛନ୍ତି, ‘୨୫କୋଟି ରାଜ୍ୟବାସୀଙ୍କୁ ସେମାନଙ୍କ ସେବା, ସୁରକ୍ଷା ଓ କଲ୍ୟାଣ ପାଇଁ ସମର୍ପିତ ସରକାରର ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ୬ମାସ ପୂରଣ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ।
ଅନ୍ୟ ଏକ ଟୁଇଟରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରେରଣାରେ ‘ଅଂନ୍ତୋଦୟ’ର ସଂକଳ୍ପ ସହ ‘ଆତ୍ମନିର୍ଭର ଉତ୍ତର ପ୍ରଦେଶ’ର ନିର୍ମାଣ ପାଇଁ ସମର୍ପିତ ଆପଣଙ୍କ ସରକାର ଦ୍ୱିତୀୟ କାର୍ଯ୍ୟକାଳର ଏହି ୧୮୦ ଦିନ ବାଞ୍ଚିତ, ଶୋଷିତ ଓ ଉପେକ୍ଷିତଙ୍କ ଜୀବନରେ ସକରାତ୍ମକ ପରିବର୍ତ୍ତନର କାରକ ପାଲଟିଛି ।
ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି, ମାତୃଶକ୍ତିକୁ ‘ନିଜ ସଦନ’ଠାରୁ ‘ସାମ୍ବିଧାନକ ଗୃହ’ ପର୍ଯ୍ୟନ୍ତ ପୂର୍ଣ୍ଣ ସୁଯୋଗ ପ୍ରଦାନ କରୁଥିବା ‘ଉତ୍ତମ ଶାସନ’ର ମାନକ ଅଟେ । ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ନୂଆ ଉତ୍ତର ପ୍ରଦେଶ ଦେଶର ଅଧା ଜନସଂଖ୍ୟାର ‘ଡ୍ରିମ ଡେଷ୍ଟିନେଶନ’ ହେବାକୁ ଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

SL vs PAK: ସବୁଠୁ ବଡ଼ ମ୍ୟାଚ୍‌ରୁ ବାବରଙ୍କୁ ବାଦ ଦେଲା ପାକିସ୍ତାନ, ସେମିଫାଇନାଲ ଖେଳିବା ପାଇଁ ଦଳର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୨: ଟି-୨୦ ବିଶ୍ୱକପ ୨୦୨୬ର ସେମିଫାଇନାଲ ଦୌଡ଼ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗ୍ରୁପ-୨ରୁ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ମଧ୍ୟରୁ କିଏ ଶେଷ୍ଠ ୪ରେ ସ୍ଥାନ ପାଇବ,…

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ଚାଲିଗଲା ୧୮ଜଣଙ୍କ ଜୀବନ, ୬ଜଣ ଗୁରୁତର

ଭେଟ୍‌ଲାପାଲେମ୍‌,୨୮ା୨: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରେ ଥିବା ଏକ ବାଣ କାରଖାନାରେ ଶନିବାର ଭୟଙ୍କର ବିସ୍ପୋରଣ ଘଟିଛି। ବିସ୍ପୋରଣରେ ୧୮ ଜଣଙ୍କ ମୃତ୍ୟୁ ଘଟିବା ସହ ୬ଜଣ ଗୁରୁତର…

ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri