ରାଜଧାନୀର ଆଉ ୬ ଅଞ୍ଚଳ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଘୋଷଣା

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜଧାନୀର ଆଉ ୬ ଅଞ୍ଚଳକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି । କୋଭିଡ୍‌ ସଂକ୍ରମଣ ବଢୁଥିବାରୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଦକ୍ଷିଣ-ପୂର୍ବ ଜୋନ୍‌ର ୬ ଟି ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି । ସେଥି ମଧ୍ୟରେ ଜାଗମରା କ୍ରିଷ୍ଣା ଗାର୍ଡେନ ଫେଜ-୨ର ପ୍ଲଟ ନଂ ୨୧, କୋଳଥିଆ ସତ୍ୟସାଇ ଏନକ୍ଲେଭ ପ୍ଲଟ ନଂ- ୧୭୫, ଜଗମୋହନ ନଗର ପ୍ଲଟ ନଂ-୧୧୨୦, କୋଳଥିଆ ପ୍ଲଟ ନଂ- ୨୦, ପୋଖରୀପୁଟ କୋକିଳା ଏନକ୍ଲେଭ ପ୍ଲଟ ନଂ- ୧୦୬ ଏବଂ କ୍ରିଏଟିଭ ଏନକ୍ଲେଭ ଫ୍ଲାଟ ନଂ ୪୦୩କୁ କଣ୍ଟେନ୍‌ମେଣ୍ଟ ଜୋନ୍‌ କରାଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର…

ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri